Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜିର ଭାଗ୍ୟଫଳ : ଜାଣନ୍ତୁ କେଉଁ ରାଶି ପାଇଁ ଦିନଟି ଶୁଭ

Sanchar Live by Sanchar Live
January 4, 2025
in ଜୀବନ ଶୈଳୀ
0
ଆଜିର ଭାଗ୍ୟଫଳ : ଜାଣନ୍ତୁ କେଉଁ ରାଶି ପାଇଁ ଦିନଟି ଶୁଭ
0
SHARES
16
VIEWS
FacebookTwitter

ମେଷ : ମାନସିକ ସ୍ଥିତି ଭଲ ରହିବ । ଆଜିର ଆଲୋଚନା ଓ ନିଷ୍ପତ୍ତି ପ୍ରତ୍ୟେକ ସ୍ତରରେ ଗ୍ରହଣୀୟ ହେବ । ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ । ବର୍ତ୍ତମାନର ପରିସ୍ଥିତିକୁ ସାମ୍ନା କରିବାକୁ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ । ପାରିବାରିକ ସମସ୍ୟା ସାଙ୍ଗକୁ ବ୍ୟୟ ବୃଦ୍ଧି ଯୋଗୁ ବ୍ୟସ୍ତ ରହିପାରନ୍ତି ।

ବୃଷ : ଆଜି ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ନିରାମୟ ରହିବ । ଯାନ୍ତ୍ରିକ ଜିନିଷ କିମ୍ବା ସୌଖୀନ ଦ୍ରବ୍ୟ ବ୍ୟବସାୟରୁ ଲାଭବାନ୍‌ ହେବେ । ବିବାଦୀୟ ଘଟଣାରେ ମୁଣ୍ଡ ନ ପୂରାଇବା ଭଲ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଗ୍ରଣୀ ଭୂମିକା ଗ୍ରହଣକରି ସାମାଜିକ ସ୍ତରରେ ପ୍ରଶଂସିତ ହୋଇପାରନ୍ତି ।

ମିଥୁନ : ଦୀର୍ଘଦିନରୁ ବିରୋଧ କରୁଥିବା ବ୍ୟକ୍ତିଙ୍କ ମନୋଭାବରେ ପରିବର୍ତ୍ତନ ଲକ୍ଷ୍ୟକରି ଆମତ୍ସନ୍ତୋଷ ଲଭିବେ । ନୂତନ ପରିବେଶରେ ଆପଣଙ୍କ କର୍ମପ୍ରବାହ ଆଗକୁ ଗଡ଼ି ଚାଲିବ । ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ନିଜଲୋକ ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । କର୍ମଦକ୍ଷତା କାରଣରୁ ସମ୍ମାନ ଲାଭ କରିବେ ।

କର୍କଟ : ଆଜି ଯେକୌଣସି ଯୋଜନା କରିବେ ତାହା ଫଳପ୍ରଦ ହେବ । ସରକାରୀ ସ୍ତରରୁ

ସହାୟତା ଲାଭକରି ଉପକୃତ ହେବେ । ଅବହେଳା କାରଣରୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହୋଇପାରନ୍ତି । ସନ୍ତାନଙ୍କ କୃତି ଓ କୃତିତ୍ୱକୁ ନେଇ ନିଜକୁ ଭାଗ୍ୟବାନ୍‌ ମନେକରିବେ ।

ସିଂହ : ଅତୀତ ଘଟଣା ସମୂହକୁ ନେଇ ମନ ଭାରାକ୍ରାନ୍ତ ରହିବ । ପରୋକ୍ଷ ଶତ୍ରୁତା ସାଙ୍ଗକୁ ବନ୍ଧୁଙ୍କ ଅପମାନସୂଚକ ବ୍ୟବହାର ଟେନ୍‌ସନ ବଢ଼ାଇବ । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିପାରିଲେ ଉପକୃତ ହେବେ । ସ୍ବାସ୍ଥ୍ୟ ଓ ପାରିବାରିକ କ୍ଷେତ୍ର ପୂର୍ବପରି ଅକ୍ଷୁଣ୍ଣ ରହିବ ଏବଂ ବ୍ୟବସାୟିକ ଦିଗ ମଧ୍ୟ ମନ୍ଦ ହେବନାହିଁ ।

କନ୍ୟା : ଆଜି ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ ପାରିବାରିକ କ୍ଷେତ୍ର ମଧ୍ୟ ବିଶେଷ ମନ୍ଦ ହେବନାହିଁ । କୌଣସି ଅଜଣା ବ୍ୟକ୍ତି ଦ୍ୱାରା ପ୍ରଭାବିତହୋଇ କିମ୍ବା ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି । ବିବାଦୀୟ ପରିସ୍ଥିତି ନିୟନ୍ତ୍ରଣ ମଧ୍ୟରେ ରହିବ ଓ ଶତ୍ରୁ ଉପଦବ୍ର କ୍ରମଶଃ ହ୍ରାସ ପାଇବ । ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ ରହିଛି ।

ତୁଳା : ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା ବିବାଦ, ବନ୍ଧୁ ସମ୍ପର୍କ ହାନି ଏବଂ କାମର ଚାପରେ ଅତିଷ୍ଠ ହୋଇପାରନ୍ତି । ଘରର ଅତୀତ ଘଟଣା କିମ୍ବା ପିଲାଙ୍କ ସମ୍ବନ୍ଧୀୟ ସମସ୍ୟା ବିଷୟରେ ଚିନ୍ତାକରିବେ । ନିଜେ ସମସ୍ୟାମୁକ୍ତ ରହିଥିଲେ ହେଁ ଅନ୍ୟମାନଙ୍କ ସକାଶେ ନିଜକୁ ସନ୍ତୁଳିତ ହେବାକୁ ପଡ଼ିପାରେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଦିନଟି ଭଲ ରହିବ ।

ବିଛା : ମନୋରଞ୍ଜନ, ବନ୍ଧୁମିଳନ, ଦୂରଯାତ୍ରାରୁ ଦୂରେଇ ରହିବାକୁ ମନସ୍ଥ କରିପାରନ୍ତି । ଆର୍ଥିକ ସ୍ଥିତି ଭଲ ରହିବ ଏବଂ ସାମାଜିକ ସ୍ତରରେ ସମ୍ପର୍କ ନିବିଡ଼ ହୋଇପାରିବ । କୌଣସି ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତ ହେବେ । ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ କର୍ମକ୍ଷେତ୍ରର ସମସ୍ୟା ସମଧାନ ହୋଇଯିବା ସୂଚନା ରହିଛି ।

ଧନୁ : ଆଜି ପାରିବାରିକ, କର୍ମକ୍ଷେତ୍ର, ବାଣିଜ୍ୟ, ପରିବହନ, ଲୋକସମ୍ପର୍କ ଉନ୍ନତ ଧରଣର ରହିବ । ଈର୍ଷାପରାୟଣ ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ଆଜିର ଯାତ୍ରାରେ ସଫଳତା ମିଳିବା ସାଙ୍ଗକୁ ସହଜରେ କାମ ହାସଲକରିବେ ।

ମକର : ପୁରୁଣା ବନ୍ଧୁଙ୍କ ସହାୟତାରେ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବା ସମ୍ଭାବନା ରହିଛି । ଶିଳ୍ପ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ପାରସ୍ପରିକ ଆଲୋଚନା ସାଙ୍ଗକୁ ଟିକିଏ ନରମି କଥାବାର୍ତ୍ତା କଲେ ପାରିବାରିିକ ସମସ୍ୟାର ସରଳ ସମାଧାନ ହୋଇଯିବ ।

କୁମ୍ଭ : ଦିନଟି ସରଳ ଭାବରେ ଅତିବାହିତ ହେବ । ସ୍ବାସ୍ଥ୍ୟ ଭଲ ରହିବ ଏବଂ ବନ୍ଧୁମାନଙ୍କ ପ୍ରିୟଭାଜନ ମଧ୍ୟ ହେବେ । କର୍ମକ୍ଷେତ୍ରରେ ଫାଇଲ୍‌ପତ୍ର ସମ୍ବନ୍ଧୀୟ ସହକର୍ମୀଙ୍କ ସହ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ପାରିବାରିକ ସମସ୍ୟା ସମାଧାନ କରିବା ସକାଶେ କିଛି ନୂଆ କାର୍ଯ୍ଯ କରି, ସେଥିରେ ସଫଳତା ପାଇବେ ।

ମୀନ : କର୍ମକ୍ଷେତ୍ରରେ ଭାବିଚିନ୍ତି ସତର୍କତାମୂଳକ ପଦକ୍ଷେପ ନ ନେଲେ ପରେ ପସ୍ତେଇବାକୁ ପଡ଼ିପାରେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି । ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିପାରିଲେ ବହୁ ଉପକାରରେ ଆସିବ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆସନ୍ତା ୮ରୁ ପ୍ରବାସୀ ଭାରତୀୟ ଦିବସ, ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଆସନ୍ତା ୮ରୁ ପ୍ରବାସୀ ଭାରତୀୟ ଦିବସ, ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.