Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସୌରଭ ଗାଙ୍ଗୁଲିଙ୍କ ଝିଅ, କାରକୁ ପିଟିଲା ବସ

Sanchar Live by Sanchar Live
January 4, 2025
in ଭାରତ
0
ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସୌରଭ ଗାଙ୍ଗୁଲିଙ୍କ ଝିଅ, କାରକୁ ପିଟିଲା ବସ

Oplus_131072

0
SHARES
37
VIEWS
FacebookTwitter

ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ ଝିଅ ସନା ଗାଙ୍ଗୁଲିଙ୍କ ଜୀବନ ଅଳ୍ପକେ ବର୍ତ୍ତିଯାଇଛି । କୋଲକାତା ସ୍ଥିତ ଡାୟମଣ୍ଡ ହାର୍ବର ରୋଡରେ ଏକ ବସ୍ ସନାଙ୍କ କାରକୁ ଧକ୍କା ଦେଇଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ବସ ଡ୍ରାଇଭରକୁ ଧରିବାରେ ସଫଳ ହୋଇଛି ।

ଖବର ମୁତାବକ, ଶୁକ୍ରବାର ସନ୍ଧ୍ୟାରେ ସନା ତାଙ୍କ ଗାଡ଼ିରେ କେଉଁଆଡ଼େ ଯାଉଥିଲେ । କୋଲକାତା ସ୍ଥିତ ଡାୟମଣ୍ଡ ହାର୍ବର ରୋଡରେ ଏକ ବସ୍ ସନାଙ୍କ କାରକୁ ଧକ୍କା ଦେଇଥିଲା । ଦୁର୍ଘଟଣା ସମୟରେ ସନା କାର୍ ଭିତରେ ରହିଥିଲେ । ସନା ସାମାନ୍ୟ ଆହତ ମଧ୍ୟ ହୋଇଛନ୍ତି । ସନାଙ୍କ କାରକୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହେବା ପାଇଁ ଚେଷ୍ଟା କରିଥିଲା  ଡ୍ରାଇଭର । କିନ୍ତୁ ସ୍ଥାନୀୟ ଲୋକଙ୍କ ସହାୟତାରେ ପୋଲିସ ଉକ୍ତ ଡ୍ରାଇଭରକୁ ଧରିବାରେ ସଫଳ ହୋଇଥିଲା । ଏହି ଅଘଟଣ ସୌରଭ ଗାଙ୍ଗୁଲିଙ୍କ ବାସଭବନ ଠାରୁ ଅଳ୍ପ ଦୂରରେ ହୋଇଥିଲା ।

ପୋଲିସ କହିବା ମୁତାବକ, ଏକ ବସ୍ ଗାଙ୍ଗୁଲିଙ୍କ ଝିଅ ଥିବା କାରକୁ ଧକ୍କା ଦେଇଥିଲା । ଦୁର୍ଘଟଣା ସମୟରେ କାର୍ ଭିତରେ ସୌରଭ ଗାଙ୍ଗୁଲିଙ୍କ ଝିଅ ଏବଂ ଡ୍ରାଇଭର କାରରେ ରହିଥିଲେ । ଏହି ଘଟଣାରେ ବେଶି କିଛି କ୍ଷତି ହୋଇନାହଁ । କାରରେ ଥିବା ଦୁଇ ଜଣ ସୁରକ୍ଷିତ ରହିଛନ୍ତି ।

ତେବେ ଦୁର୍ଘଟଣାରୁ ଦୁହେଁ ଅଳ୍ପକେ ବର୍ତ୍ତିଯାଇଛନ୍ତି । ଦୁର୍ଘଟଣା ପରେ ବସ୍ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହେବାକୁ ଚେଷ୍ଟା କରୁଥିବା ବେଳେ ସ୍ଥାନୀୟ ଲୋକ ଏବଂ ପୋଲିସ ପିଛା କରି ଧରିଛି । ଡ୍ରାଇଭରକୁ ଏବେ ପଚରାଉଚରା କରୁଛି ପୋଲିସ ।

ସୂଚନାଯୋଗ୍ୟ,ଗତବର୍ଷ ଅଗଷ୍ଟ ୯ ତାରିଖରେ ଆରଜି କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା । ଏହି ମାମଲାରେ ହେଉଥିବା ପ୍ରତିବାଦରେ ସାମିଲ ହୋଇଥିଲେ ସୌରଭ ଗାଙ୍ଗୁଲି ।  ସୌରଭ କୋଲକାତାର ସୁରକ୍ଷା ବ୍ୟବସ୍ଥାକୁ ସମାଲୋଚନା କରିବା ସହ କୋଲକାତା ବଳାତ୍କାର ଓ ହତ୍ୟା ଘଟଣାକୁ ଲଜ୍ଜାଜନକ କହିଥିଲେ । ଏହି ମାମଲାର ଦୋଷୀଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କରିଥିଲେ ସୌରଭ । ସୋସିଆଲ ମିଡିଆରେ ପୀଡିତାଙ୍କ ନା ଏବଂ ଫଟୋ ଦେଖାଇଥିବାରୁ ସୁପ୍ରିମକୋର୍ଟ ଅସନ୍ତୋଷ ଜାହିର କରିଥିଲେ ।

Tags: accidentganguly daughterSourabh ganguly
ShareTweetShareSend
Sanchar Live

Sanchar Live

Next Post
ଚେନ୍ନାଇର ଏକ ବାଣ କାରଖାନାରେ ବିସ୍ଫୋରଣ : ୬ ଜଣଙ୍କ ମୃତ୍ୟୁ

ଚେନ୍ନାଇର ଏକ ବାଣ କାରଖାନାରେ ବିସ୍ଫୋରଣ : ୬ ଜଣଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.