Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ରେସଲିଂରୁ ସନ୍ନ୍ଯାସ ନେଲେ ଭିନେଶ ଫୋଗଟ

Sanchar Live by Sanchar Live
August 8, 2024
in କ୍ରୀଡ଼ା
0
ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ମେଡିକାଲରେ ଭର୍ତ୍ତି
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ରେସଲିଂରୁ ସନ୍ନ୍ଯାସ ନେଲେ ଭିନେଶ ଫୋଗଟ। ନିଶ୍ଚିତ ପଦକରୁ ବଞ୍ଚିତ ହେବା ପରେ ଏହା ଘୋଷଣା କରିଛନ୍ତି ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ । ନିଶ୍ଚିତ ପଦକ ଦୌଡରେ ଥିବା ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ଲାଗିଥିଲା ଶକ୍ତ ଝଟକା । ସେ ନିଜ ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ନିଜ ୨୩ ବର୍ଷର ରେସଲିଂ କ୍ୟାରିୟରରୁ ସନ୍ୟାସ ନେବା କଥା ଲେଖିଛନ୍ତି । ସେ ଭାବବିହ୍ୱଳ ହୋଇ କୁସ୍ତି ଜିତିଗଲା ମୁଁ ହାରିଗଲି ବୋଲି ଲେଖି ନିଜ ମାଙ୍କୁ କ୍ଷମା ମାଗିଛନ୍ତି । ଏବଂ ନିଜ ସ୍ୱପ୍ନ ଏବଂ ପରିଶ୍ରମ ଏପରି ଚୁରମାର୍ ହୋଇଯାଇଥିବାରୁ ସେ ଭାଙ୍ଗିପଡିଛନ୍ତି ।
ଗତକାଲି ମହିଳା ୫୦ ବର୍ଗରେ କୁସ୍ତିରେ ମାତ୍ର ଶହେ ଗ୍ରାମ ଓଜନ ବୃଦ୍ଧି ପାଇଁ ଭିନେଶଙ୍କୁ ଅଯୋଗ୍ଯ ଘୋଷଣା କରାଯାଇଥିଲା । ସେ ସେମିଫାଇନାଲ ରାଉଣ୍ଡ ଜିତି ଫାଇନାଲକୁ ଯାଇଥିଲେ । ସେମିଫାଇନାଲରେ କ୍ୟୁବାର ପ୍ରତିଯୋଗୀଙ୍କୁ ଭିନେଶ ୫-୦ ପଏଣ୍ଟରେ ହରାଇଥିଲେ। ରାତିରେ ଫାଇନାଲ ମୁକାବିଲା ଥିଲା । ହେଲେ ତାର କିଛି ଘଣ୍ଟା ପୂର୍ବରୁ ତାଙ୍କୁ ଅଲିମ୍ପିକ୍ସ କମିଟି ଅଯୋଗ୍ଯ ଘୋଷଣା କରି ସାରାଦେଶକୁ ସ୍ତବ୍ଧ କରିଦେଇଛି । ଆଜି ଜିତିଥିଲେ ଭିନେଶ ସ୍ବର୍ଣ୍ଣ ଏବଂ ପରାସ୍ତ ହୋଇଥିଲେ ରୋପ୍ଯ ପଦକ ଜିତିଥାନ୍ତେ । ହେଲେ ଦେଶ ତଥା ଭିନେଶଙ୍କ ସ୍ବପ୍ନ ଧୂଳିସାତ ହୋଇଯାଇଛି । ସେପଟେ ପରିବାର ଲୋକ ଅଭିଯୋଗ କରିଛନ୍ତି ଯେ, ଏହା ପଛରେ ବହୁତ ବଡ଼ ଷଡ଼ଯନ୍ତ୍ର କରାଯାଇଛି ।

ShareTweetShareSend
Sanchar Live

Sanchar Live

Next Post
ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ବନ୍ୟାଜଳ

ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ବନ୍ୟାଜଳ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.