Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ସିଡନୀ ଟେଷ୍ଟରେ ଅଷ୍ଟ୍ରେଲିଆର ଦମଦାର ବିଜୟ

Sanchar Live by Sanchar Live
January 5, 2025
in କ୍ରୀଡ଼ା
0
ସିଡନୀ ଟେଷ୍ଟରେ ଅଷ୍ଟ୍ରେଲିଆର ଦମଦାର ବିଜୟ

Oplus_131072

0
SHARES
6
VIEWS
FacebookTwitter

ସିଡନୀ ଟେଷ୍ଟରେ ଅଷ୍ଟ୍ରେଲିଆର ଦମଦାର ବିଜୟ । ମଉଳିଲା ଭାରତର WTC ଫାଇନାଲରେ ପହଞ୍ଚିବାର ଆଶା । ପଞ୍ଚମ ଟେଷ୍ଟରେ ୧୬୨ ରନର ଟାର୍ଗେଟକୁ ପିଛା କରୁଥିବା ଟିମ ଅଷ୍ଟ୍ରେଲିଆ ୪ ୱିକେଟ ହରାଇ ବାଜି ମାରିଛି ।  ଏଥିସହ ବର୍ଡର-ଗାଭାସ୍କର ଟ୍ରଫିକୁ ୩-୧ରେ କବଜା କରିଛି ।  ଭାରତ ପକ୍ଷରୁ ପ୍ରସିଦ୍ଧ କ୍ରିଷ୍ଣା ୩ଟି ୱିକେଟ ନେଇଥିଲେ ।  ତେବେ ବୁମରାଙ୍କ ଅନୁପସ୍ଥିତି ଟିମ ଇଣ୍ଡିଆ ପାଇଁ ମହଙ୍ଗା ପଡିଛି। ଏହି ପରାଜୟ ସହ WTC ଫାଇନାଲରେ ଭାରତର ପହଞ୍ଚିବାର ଆଶା ମଉଳିଛି । ଯଶପ୍ରୀତ ବୁମରା ସିରିଜର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଛନ୍ତି ।

ଆଜି ତୃତୀୟ ଦିନରେ ଦ୍ବିତୀୟ ଇନିଂସରେ ୧୫୭ରନରେ ଅଲଆଉଟ ହୋଇଥିଲା ଭ୍ରମଣକାରୀ ଟିମ । ସ୍କଟ ବୋଲାଣ୍ଡ ୬ ୱିକେଟ ନେଇତିଲେ । ଭାରତ ପ୍ରଥମ ଇନିଂସରେ ୧୮୫ ରନ୍ କରି ଅଲଆଉଟ୍ ହୋଇଥିବା ବେଳେ ଅଷ୍ଟ୍ରେଲିଆ ପ୍ରଥମ ପାଳିରେ ୧୮୧ ରନ୍ କରି ସମସ୍ତ ୱିକେଟ ହରାଇଥିଲା  ।

Tags: austreliacricketindia
ShareTweetShareSend
Sanchar Live

Sanchar Live

Next Post
ରାଜଧାନୀରେ ଆରମ୍ଭ ହେଲା ପଥୋତ୍ସବ

ରାଜଧାନୀରେ ଆରମ୍ଭ ହେଲା ପଥୋତ୍ସବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.