Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଝାରସୁଗୁଡ଼ା ଗସ୍ତବେଳେ ପାଖରେ ପଡିଲା ଡ୍ରୋନ୍

Sanchar Live by Sanchar Live
January 5, 2025
in ଓଡିଶା
0
ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଝାରସୁଗୁଡ଼ା ଗସ୍ତବେଳେ ପାଖରେ ପଡିଲା ଡ୍ରୋନ୍
0
SHARES
3
VIEWS
FacebookTwitter

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ ତ୍ରୁଟି । ଝାରସୁଗୁଡ଼ା ଗସ୍ତବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଖରେ ପଡିଲା ଡ୍ରୋନ୍ । ୨ ଦିନ ତଳେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଝାରସୁଗୁଡ଼ା ଗସ୍ତ କରିଥିଲେ  । ତାଙ୍କ ଗସ୍ତ ସମୟରେ ହୋଇଥିବା ସୁରକ୍ଷା ବ୍ୟବସ୍ଥାରେ ଏଭଳି ସାଂଘାତିକ୍ ତ୍ରୁଟି ସାମନାକୁ ଆସିଛି। ଯାହାର ଭିଡିଓ ଏବେ ଭାଇରାଲ୍‌ ହେଉଛି ।

ମୁଖ୍ୟମନ୍ତ୍ରୀ ଓ ରାଜସ୍ବ ମନ୍ତ୍ରୀ ଝାଡ଼େଶ୍ବର ମନ୍ଦିରକୁ ପ୍ରବେଶ କରିବା ଲାଗି ଯାଉଥିବା ସମୟରେ ଏକ ଅଚିହ୍ନା ଡ୍ରୋନ୍‌ ତାଙ୍କ ପାଖରେ ଆସି ଖସିପଡ଼ିଥିଲା । କଡ଼ା ସୁରକ୍ଷା ବଳୟ ଭିତରେ ଡ୍ରୋନ୍‌ଟି ଅତର୍କିତ ଭାବେ ଖସି ପଡ଼ିବାରୁ ଖୋଦ୍‌ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବି ହଡ଼ବଡ଼େଇ ଯିବା ସହ ଚମକି ପଡ଼ିଥିଲେ । ଯାହାର ଦୃଶ୍ୟ ଉକ୍ତ ଭାଇରାଲ୍‌ ଭିଡିଓରେ ଦେଖିବାକୁ ମିଳିଛି ।

ତେବେ ପିଏସଓ ଓ ଉପସ୍ଥିତ ପୁଲିସ୍‌ ଡ୍ରୋନକୁ ପାଦରେ ଏଡ଼ାଇ ଦେବା ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟକ୍ରମ ସ୍ବାଭାବିକ ଢଙ୍ଗରେ ଚାଲିଥିଲା । କୌଣସି ବ୍ୟକ୍ତି ଫଟୋ ଉଠାଇବା ଉଦ୍ଦେଶ୍ୟରେ ଏହି ଡ୍ରୋନ୍‌ ଉଡ଼ାଇଥିବା ଜଣାପଡ଼ିଛି । କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ମୁଣ୍ଡ ଉପରେ ଏଭଳି ଡ୍ରୋନ୍‌ ଉଡ଼ାଇବାକୁ କିଏ ଅନୁମତି ଦେଲା ତାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

Tags: cm mohan majhijharsugudasecurity of cm
ShareTweetShareSend
Sanchar Live

Sanchar Live

Next Post
ପାଣି ପଞ୍ଚାୟତ ଗୁଡିକର ନିର୍ବାଚନ ଓ ଅଡିଟ୍ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ପାଣି ପଞ୍ଚାୟତ ଗୁଡିକର ନିର୍ବାଚନ ଓ ଅଡିଟ୍ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.