Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଛତିଶଗଡ଼ରେ ବଡ଼ଧରଣର ମାଓ ହମଲା, ୮ ଯବାନ ସହିଦ

Sanchar Live by Sanchar Live
January 6, 2025
in ଭାରତ
0
ଛତିଶଗଡ଼ରେ ବଡ଼ଧରଣର ମାଓ ହମଲା, ୮ ଯବାନ ସହିଦ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ଛତିଶଗଡ଼ରେ ବଡ଼ଧରଣର ମାଓ ହମଲା । ବିଜାପୁରରେ ଆଇଇଡି ବିସ୍ଫୋରଣରେ ଉଡ଼ିଗଲା ଯବାନଙ୍କ ଗାଡ଼ି । କୁଟରୁ ବେଦ୍ରେ ରାସ୍ତାରେ ବିସ୍ଫୋରଣ ଘଟିଛି । ଏଥିରେ ୮ ଡିଆରଜି ଯବାନ ଓ ଜଣେ ଡ୍ରାଇଭର ମୃତ। ସମସ୍ତ ସହିଦ ଯବାନ ଦାନ୍ତେୱାଡା ଡିଆରଜି କ୍ୟାମ୍ପର। ଦାନ୍ତେୱାଡା, ନାରାୟଣପୁର ଜଙ୍ଗଲରେ ମାଓ ଅପରେସନ୍ ସାରି ଫେରୁଥିଲେ ସମସ୍ତ ଯବାନ। ଗତକାଲି ଦାନ୍ତେୱାଡା ଜଙ୍ଗଲରେ କୁମ୍ବିଂ ଅପରେସନ୍‌ରେ ଯାଇଥିଲେ ଏ ସମସ୍ତ ଯବାନ। ଗତକାଲି ମାଓ ଅପରେସନ୍‌ବେଳେ ୪ ନକ୍ସଲ ନିପାତ ହୋଇଥିଲେ। ନକ୍ସଲଙ୍କ ସହ ଗୁଳିବିନିମୟରେ ଜଣେ ଡିଆରଜି ଯବାନ ସହିଦ ହୋଇଥିଲେ ।

Tags: chatishgarhmao attack
ShareTweetShareSend
Sanchar Live

Sanchar Live

Next Post
ପୁଣି ସାମ୍ନାକୁ ଆସିଲା ଦାଦନ ଦୁଃଖ, ଭିଡିଓ ଜରିଆରେ ଉଦ୍ଧାର ପାଇଁ ନିବେଦନ

ପୁଣି ସାମ୍ନାକୁ ଆସିଲା ଦାଦନ ଦୁଃଖ, ଭିଡିଓ ଜରିଆରେ ଉଦ୍ଧାର ପାଇଁ ନିବେଦନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.