Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଆଶ୍ୱସ୍ତି: ଦୁଇଟି ମାମଲାରେ ନିର୍ଦ୍ଦୋଷରେ ହେଲେ ଖଲାସ

Sanchar Live by Sanchar Live
January 7, 2025
in ଓଡିଶା
0
ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଆଶ୍ୱସ୍ତି: ଦୁଇଟି ମାମଲାରେ ନିର୍ଦ୍ଦୋଷରେ ହେଲେ ଖଲାସ
0
SHARES
23
VIEWS
FacebookTwitter

ଗଞ୍ଜାମ: ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଆଶ୍ୱସ୍ତି । ଦୁଇଟି ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବ୍ରହ୍ମପୁର ସାଂସଦ । ଏମପି ଓ ଏମଏଲ ସ୍ୱତନ୍ତ୍ର କୋର୍ଟରେ ବିଚାର ହୋଇଥିଲା । ଗୋଳନ୍ଥରା ଥାନା ଓ ବୈଦ୍ୟନାଥପୁର ଥାନା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ।  ସେହିପରି ଆକାଶ ପାଠକ ଓ ତାଙ୍କ ବାପା ଅଭୟକାନ୍ତ ପାଠକ ମଧ୍ୟ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ।

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ରହିଥିଲା ଟାଟା କମ୍ପାନୀରେ ଚାକିରି ନାଁରେ ଠକେଇ ମାମଲା। ତେବେ ଆଜି ୨ଟି ମାମଲାରେ ସେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିବା ବେଳେ କାଲି ଅନ୍ୟ ୩ଟି ଠକେଇ ମାମଲାର ଶୁଣାଣୀ କରାଯିବ ।

ସେପଟେ ରାୟ ଆସିବା ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଦୀପ ପାଣିଗ୍ରାହୀ । କହିଛନ୍ତି, ସତ୍ୟର ହୋଇଛି ବିଜୟ । ପୂର୍ବ ସରକାର ଆକ୍ରୋଶମୂଳକ ଭାବେ ତାଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ ।

Tags: odishaPradeeppanigrahi
ShareTweetShareSend
Sanchar Live

Sanchar Live

Next Post
ଏହି ରାଶିର ଲୋକଙ୍କର ଆର୍ଥିକ ସ୍ଥିତିରେ ଆସିପରେ ସୁଧାର

ଏହି ରାଶିର ଲୋକଙ୍କର ଆର୍ଥିକ ସ୍ଥିତିରେ ଆସିପରେ ସୁଧାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.