Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ଦଳଚକଟା, ୬ ମୃତ

Sanchar Live by Sanchar Live
January 9, 2025
in ଭାରତ
0
ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ଦଳଚକଟା, ୬ ମୃତ
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ଦଳଚକଟା ଘଟି ୬ ଜଣ ପ୍ରାଣ ହରାଇଛନ୍ତି । ଟୋକେନ ନେବାକୁ ଲୋକଙ୍କ ପ୍ରବଳ ଗହଳି ଲାଗିଥିବାବେଳେ ଏଭଳି ଅଘଟଣ ଘଟିଛି ।  ବୈକୁଣ୍ଠ ଏକାଦଶୀ ପାଇଁ ଭଗବାନ ବିଷ୍ଣୁଙ୍କୁ ଦର୍ଶନ କରିବାକୁ  ହଜାର ହଜାର ଲୋକ ତିରୁପତିରେ ଏକାଠି ହୋଇଛନ୍ତି। ପ୍ରାୟ ୪ ହଜାର ଲୋକ ଟୋକେନ ପାଇଁ ଲାଇନ ଲଗାଇଥିଲେ । ଏହି ସମୟରେ ଦଳଚକଟା ହୋଇଛି । ୬ ଜଣ ପ୍ରାଣ ହରାଇଥିବାବେଳେ ୨୫ରୁ ଅଧିକ ଆହତ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ମହିଳା ଭକ୍ତ ଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଉଚ୍ଚ ଅଧିକାରୀଙ୍କ ସହ  ଜରୁରୀ ବୈଠକ କରିଛନ୍ତି । ଆହତଙ୍କ ଚିକିତ୍ସା ସମ୍ପର୍କରେ ପଚାରିବୁଝିଛନ୍ତି। ବୈକୁଣ୍ଠ ଦ୍ବାର ଦର୍ଶନ କେନ୍ଦ୍ର ନିକଟରେ ଏଭଳି ଦଳଚକଟା ହୋଇଛି । ଦର୍ଶନ ପାଇଁ ବୈକୁଣ୍ଠ ଦ୍ବାର ଦଶଦିନ ଲାଗି ଖୋଲାଯାଇଛି, ଆଉ ଏଠାରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି । ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଜରୁରୀ ବୈଠକ ଡକାଯାଇଛି ।  ପ୍ରଶାସନିକ ଅଧିକାରୀଙ୍କୁ ଘଟଣାସ୍ଥଳକୁ ଯିବାକୁ କୁହାଯାଇଛି ।

Tags: andhrapradeshTirupati
ShareTweetShareSend
Sanchar Live

Sanchar Live

Next Post
ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରାର ଆଜି ସପ୍ତମ ଦିନ

ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରାର ଆଜି ସପ୍ତମ ଦିନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.