Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶୀତରେ ଥରୁଛି ଆଭ୍ୟନ୍ତରୀଣ ଓଡ଼ିଶା

Sanchar Live by Sanchar Live
January 11, 2025
in ଓଡିଶା
0
ଆହୁରି ଦୁଇଦିନ ଶୀତ କରିବ କଲବଲ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ଥରୁଛି ଆଭ୍ୟନ୍ତରୀଣ ଓଡ଼ିଶା । ଜାଡ ସହ ଦୁଇ ଦିନ ପର୍ଯ୍ୟନ୍ତ ଘନ କୁହୁଡି ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲିଠାରୁ ବଢିବ ତାପମାତ୍ରା । ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଗଞ୍ଜାମ, ଗଜପତିରେ ତାପମାତ୍ରା ବଢିବ । ଏହାସହ ଆଭ୍ୟନ୍ତରୀଣ ଓଡ଼ିଶାରେ ବି ତାପମାତ୍ରା ବୃଦ୍ଧି ହେବ । କୁହୁଡି ନେଇ ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଏବଂ କୋରାପୁଟକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସି ଆସିବ ଦୃଶ୍ୟମାନ ଦୂରତା । ସେଥିପାଇଁ ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳନା ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Tags: weather reportwinter
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.