Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପ୍ରବାସୀ ଭାରତୀୟ ପ୍ରଦର୍ଶନୀ : ସନ୍ଧ୍ୟା ଯାଏଁ ଷ୍ଟଲ ବୁଲି ଦେଖିବେ ଜନସାଧାରଣ

Sanchar Live by Sanchar Live
January 12, 2025
in ଓଡିଶା
0
ପ୍ରବାସୀ ଭାରତୀୟ ପ୍ରଦର୍ଶନୀ : ସନ୍ଧ୍ୟା ଯାଏଁ ଷ୍ଟଲ ବୁଲି ଦେଖିବେ ଜନସାଧାରଣ
0
SHARES
3
VIEWS
FacebookTwitter

ଭୁବନେଶ୍ୱର : ଶନିବାରଠୁ ସାଧାରଣ ଲୋକଙ୍କ ପାଇଁ ଜନତା ମୈଦାନ ସ୍ଥିତ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ ଖୋଲା ରହିଥିବା ବେଳେ ଆଜି ଦ୍ୱିତୀୟ ଦିନରେ ଭିଡ଼ ଜମିବା ଆଶା କରାଯାଉଛି । ଆଜି ରବିବାର ଥିବାବେଳେ ସନ୍ଧ୍ୟା ଯାଏଁ ପ୍ରଦର୍ଶନୀ ଦେଖିବେ ଲୋକେ । ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଥିବା ବେଳେ ପ୍ରଦର୍ଶନୀ ବୁଲି ଦେଖୁଛନ୍ତି । ସାଂସ୍କୃତିକ କାର୍ୟ୍ୟକ୍ରମ ସହ ବିଭିନ୍ନ ଗ୍ୟାଲେରୀର ରହିଥିବା ଷ୍ଟଲ ବୁଲି ଦେଖୁଛନ୍ତି ଛାତ୍ରୀଛାତ୍ରୀ ଓ ସାଧାରଣ ଲୋକ ।

ପର୍ୟ୍ୟଟନରୁ ଆରମ୍ଭ କରି ବିଜ୍ଞାନ ପର୍ୟ୍ୟନ୍ତ ଏହି ପ୍ରଦର୍ଶନୀରେ ବହୁ ଶିକ୍ଷଣୀୟ ଜିନିଷ ରହିଥିବାରୁ ଏହି ପ୍ରଦର୍ଶନୀ ସମସ୍ତେ ଦେଖିବା ଉଚିତ୍ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା କହିଛନ୍ତି। ପ୍ରବାସୀ ଭାରତୀୟ କାର୍ୟ୍ୟକ୍ରମ ପ୍ରଦର୍ଶନୀକୁ ୨ ରୁ ୩ ଦିନ ଯାଏଁ ବଢାଇବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ। ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଆଜି ଶେଷ ଦିନ ହୋଇଥିବା ବେଳେ ଲୋକଙ୍କ ଭିଡ ଜମିବା ଆଶା କରାଯାଉଛି ।

Tags: bhubaneswarodishaprabashi bharatiya samilani
ShareTweetShareSend
Sanchar Live

Sanchar Live

Next Post
ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.