ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବରଗଡ଼ର ଧନୁଯାତ୍ରା ଦେଖିବାକୁ ଆସିବେ। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ବିଶ୍ୱର ସର୍ବବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚରେ ୭୭ତମ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବର ଆନନ୍ଦ ଉଠାଇବେ। ଏନେଇ ବିଧାୟକ ଅଶ୍ବିନୀ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି ।

© 2024 Sanchar News