Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମହାକୁମ୍ଭ ପାଇଁ ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ୮ ବସ

Sanchar Live by Sanchar Live
January 12, 2025
in ଓଡିଶା
0
ମହାକୁମ୍ଭ ପାଇଁ ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ୮ ବସ
0
SHARES
19
VIEWS
FacebookTwitter

ମହାକୁମ୍ଭ ପାଇଁ ଓଡ଼ିଶାରୁ ଉତ୍ତରପ୍ରଦେଶ ଗଡ଼ିଲା ବସ୍ । ପ୍ରୟାଗରାଜରେ ହେବାକୁ ଥିବା ମହାକୁମ୍ଭ ମେଳା ପାଇଁ ଆଜିଠୁ ଓଡ଼ିଶାରୁ ଗଡ଼ିଛି ୮ଟି ବସ୍‌ । ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଗଡ଼ିଛି ବସ୍‌ । ବ୍ରହ୍ମପୁରରୁ ବସ୍‌ ଚଳାଚଳର ଶୁଭାରମ୍ଭ ହୋଇଛି । ଭିଡିଓ କନ୍‌ଫରେନ୍ସିଂ ମାଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି ।

ବ୍ରହ୍ମପୁର ଓଏସଆରଟିସି କାର୍ଯ୍ୟାଳୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଥିଲା। ଏହି ବସରେ ୪୨ ଜଣ ଯାତ୍ରୀ ବସି ଅଯୋଧ୍ୟାକୁ ଯାଇପାରିବେ । ଏଥିରେ ମହିଳାଙ୍କ ପାଇଁ ୫୦ ପ୍ରତିଶତ ରିହାତି ରହିଛି । ରହିବା, ଖାଇବାର ବ୍ୟବସ୍ଥା କରିବ ଓଏସ୍‌ଆରଟିସି ।

Tags: Busodishaprayagrajtoursist bus
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ଜମ୍ମୁ-କାଶ୍ମୀରର ସୋନମର୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ଆସନ୍ତାକାଲି ଜମ୍ମୁ-କାଶ୍ମୀରର ସୋନମର୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.