Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

Sanchar Live by Sanchar Live
January 12, 2025
in ଓଡିଶା
0
ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
0
SHARES
29
VIEWS
FacebookTwitter

ବରଗଡ଼: ୭୭ତମ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ଏହି ଭବ୍ୟ ସମାରୋହରେ ଯୋଗ ଦେଇ ସେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଧନୁଯାତ୍ରାର ଅନୁଦାନ ରାଶି ୧ କୋଟି ଟଙ୍କାକୁ ବୃଦ୍ଧି କରାଯାଉଛି। ପୂର୍ବରୁ ଏହି ରାଶି ୧୦ ଲକ୍ଷ ଟଙ୍କା ଥିଲା। ବର୍ତ୍ତମାନ ଧନୁଯାତ୍ରାରେ ଅଂଶ ଗ୍ରହଣ କରିଥିବା ୧୭୦ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପ୍ରଦାନ କରାଯିବ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କଂସ ମହାରାଜଙ୍କ ମଞ୍ଚରୁ ଉଦ୍‌ବୋଧନ ଦେଇ କହିଛନ୍ତି, ବରଗଡ଼ ସହରରେ ଚିତାକର୍ଷକ ସ୍ଥାୟୀ ରାଜମହଲ ନିର୍ମାଣ କରାଯିବ। ଏଥି ପାଇଁ ୧୨ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟ ହେବ। ଜିରା ନଦୀରେ ୮୦ କୋଟି ଟଙ୍କା ବ୍ୟୟରେ ଏକ ଆନିକଟ ନିର୍ମାଣ କରାଯିବ। ସେହିପରି ବରଗଡ଼ କେନାଲର ସୌନ୍ଦର୍ଯ୍ୟକରଣ ପାଇଁ ୩୦ କୋଟି ଟଙ୍କା ଖର୍ଚ୍ଚ ହେବ। ଜନଶୁଣାଣି କେବଳ ଭୁବନେଶ୍ବରରେ ସୀମତି ରହିବ ନାହିଁ। ଭୁବନେଶ୍ବର ଭଳି ସମ୍ବଲପୁର ଓ ବରଗଡ଼ରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ଆୟୋଜନ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିଛନ୍ତି। ଏଥି ସହିତ ସେ ଗତବର୍ଷ ଡିସେମ୍ବର ୮ ତାରିଖରେ ବରଗଡ଼ ଜିଲ୍ଲା ସୋହେଲା ଠାରେ ଇନ୍‌ପୁଟ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ ଅବସରରେ‌ ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଧନୁଯାତ୍ରା ପାଇଁ ମଥୁରାନଗରୀ (ବରଗଡ଼)ର ମୁଖ୍ୟ ରାସ୍ତାରେ ହାତୀ ଉପରେ ବସି ମୁଖ୍ୟ ମଞ୍ଚକୁ ଯିବା ସମୟରେ ଜନସାଧାରଣଙ୍କୁ ଅଭିବାଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ହାତୀ ଉପରେ ବସିଥିବାର ବିରଳ ଦୃଶ୍ୟ ଜନସାଧାରଣଙ୍କ ଉତ୍ସାହକୁ ଦ୍ବିଗୁଣିତ କରିଦେଇଛି। ମୁଖ୍ୟମନ୍ତ୍ରୀ ମଧ୍ୟ ଏଠାରେ ଦର୍ଶକଙ୍କୁ ନିରାଶ କରି ନାହାନ୍ତି। ସେ ହାତ ହଲାଇ, ନମସ୍କାର କରିବା ସହି ଦର୍ଶକଙ୍କୁ ଅଭିବାଦନ ଜଣାଇଛନ୍ତି।

Tags: baragarhdhanujatramohanmajhi
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ, କାଲି କେନ୍ଦ୍ର ସରକାରଙ୍କ ସହ ଏମଓୟୁ ସ୍ୱାକ୍ଷର କରିବେ ରାଜ୍ୟ ସରକାର

ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ, କାଲି କେନ୍ଦ୍ର ସରକାରଙ୍କ ସହ ଏମଓୟୁ ସ୍ୱାକ୍ଷର କରିବେ ରାଜ୍ୟ ସରକାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.