Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ: ପୃଥ୍ୱୀରାଜ ହରିଚନ୍ଦନ

Sanchar Live by Sanchar Live
August 8, 2024
in ଓଡିଶା
0
ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ: ପୃଥ୍ୱୀରାଜ ହରିଚନ୍ଦନ
0
SHARES
25
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟ ସରକାର ନେବେ ବଡ ପଦକ୍ଷେପ । ଆଉ ଖୋଲିବନି ନୂଆ ମଦ ଦୋକାନ । ଆଜି ଗଣାମଧ୍ୟକୁ ଏଭଳି ପ୍ରତିକ୍ରିୟା ଦେଇଛନ୍ତି ଆଇନ୍‌ ମନ୍ତ୍ରୀ।ଏଥିସହ ଚୋରା ମଦ କାରବାର ବି ସମ୍ପୂର୍ଣ୍ଣ ବନ୍ଦ ହେବ । ଏଥିପାଇଁ ଅବକାରୀ ନୀତିରେ ଆମୁଳଚୁଳ ପରିବର୍ତ୍ତନ କରାଯିବା ସହ ତାହାକୁ ଆହୁରି କଡ଼ାକଡ଼ି କରାଯିବ ।ଯେଉଁ ମଦନୀତି ଥିଲା ତାହାକୁ ସାବଲୀଳ କରାଯିବ । ବର୍ତ୍ତମାନ ପ୍ରଚଳିତ ମଦ ନୀତିରେ ଥିବା ସମସ୍ୟାକୁ ସୁଚାରୁ ରୂପେ ସମାଧାନ କରାଯିବା ଦିଗରେ ପ୍ରଚେଷ୍ଟା କରାଯାଉଛି । ରାଜ୍ୟରେ ଚୋରା ମଦ କାରବାର ସବୁବେଳେ ମୁଣ୍ଡ ବିନ୍ଧାର କାରଣ ପାଲଟୁଛି। ତେଣୁ ଚୋରାମଦ ବିକ୍ରି ବନ୍ଦ କରିବା ଆମ ସମ୍ମୁଖରେ ଏକ ଚ୍ୟାଲେଞ୍ଜ ବୋଲି କହିଛନ୍ତି ମନ୍ତ୍ରୀ ।

Tags: alcohol shopdrunkardpruthiraj harichanan
ShareTweetShareSend
Sanchar Live

Sanchar Live

Next Post
ରାଜଧାନୀରେ ଖୋଲିଲା ଦେଶର ପ୍ରଥମ ଚାଉଳ ଏଟିଏମ୍

ରାଜଧାନୀରେ ଖୋଲିଲା ଦେଶର ପ୍ରଥମ ଚାଉଳ ଏଟିଏମ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.