Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଗର୍ଭବତୀ ମହିଳାମାନଙ୍କ କ୍ଷେତ୍ରରେ ବଢ଼ୁଥିବା ରକ୍ତଚାପ ଜନିତ ରୋଗକୁ ନେଇ ରାଜ୍ୟସଭାରେ ଉଦ୍‌ବେଗ ପ୍ରକାଶ କଲେ ସାଂସଦ ମାନସ ରଞ୍ଜନ ମଙ୍ଗରାଜ

Sanchar Live by Sanchar Live
August 8, 2024
in ଓଡିଶା, ଭାରତ
0
ଗର୍ଭବତୀ ମହିଳାମାନଙ୍କ କ୍ଷେତ୍ରରେ ବଢ଼ୁଥିବା ରକ୍ତଚାପ ଜନିତ ରୋଗକୁ ନେଇ ରାଜ୍ୟସଭାରେ ଉଦ୍‌ବେଗ ପ୍ରକାଶ କଲେ ସାଂସଦ ମାନସ ରଞ୍ଜନ ମଙ୍ଗରାଜ
0
SHARES
17
VIEWS
FacebookTwitter

ସଂଚାର ବ୍ୟୁରୋ : ଗର୍ଭବତୀ ମହିଳାମାନଙ୍କ କ୍ଷେତ୍ରରେ ବଢ଼ୁଥିବା ରକ୍ତଚାପ ଜନିତ ରୋଗକୁ ନେଇ ରାଜ୍ୟସଭାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି ସାଂସଦ ମାନସ ରଞ୍ଜନ ମଙ୍ଗରାଜ | ଉଚ୍ଚରକ୍ତଚାପ, ହାଇପରଟେନସନ ଓ ଅଙ୍ଗ ଅକାମୀ ହେବା ଯୋଗୁଁ ଗର୍ଭବତୀମାନଙ୍କ ଜୀବନ ବନ ପ୍ରତି ବିପଦ ସୃଷ୍ଟି ହୋଇଛି। ୨୦୧୯-୨୦୨୩ ମଧ୍ୟରେ ମଧ୍ୟରେ କେତେ ଗର୍ଭବତୀ ମହିଳା ଏଥିରେ ଆକ୍ରାନ୍ତ ହୋଇଛନ୍ତି  ଓ ଏହାର ନିରାକରଣ ପାଇଁ କେନ୍ଦ୍ର ସରକାରଙ୍କ ଠାରୁ ଉତ୍ତର ଲୋଡ଼ିଛନ୍ତି ମାନସ ମଙ୍ଗରାଜ ।

ବିଜେଡି ସାଂସଦ ଶ୍ରୀ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସ୍ବାସ୍ଥ୍ୟ ପଟେଲ କହିଛନ୍ତି ଯେ, ଦେଶରେ ଗର୍ଭବତୀ ମହିଳାଙ୍କ ମଧ୍ୟରୁ ୫-୧୦ ପ୍ରତିଶତ ମହିଳା ଏଥିରେ ପୀଡ଼ିତ ହେଉଛନ୍ତି। ୨୦୧୯-୨୦ରେ ୫ ଲକ୍ଷ ୯୯ ହଜାର ୬୧୧ ଜଣଙ୍କଠାରେ ଏହି ରୋଗ ଚିହ୍ନଟ ହୋଇଥିବା ବେଳେ ୨୦୨୦-୨୧ରେ ୫ ଲକ୍ଷ ୬୦ ହଜାର ୩୧୪, 909 ୦୨୧-୨୨ରେ ୬ ଲକ୍ଷ ୧୨ ହଜାର ୨୧, ୨୦୨୨-୨୩ରେ ୭ ଲକ୍ଷ ୧୭ ହଜ ଜାର ୬୦୬ ଓ ୨୦୨୩- ୨୪ରେ ୭ ଲକ୍ଷ ୭୩ ହଜାର ୫୮୫ ଜଣଙ୍କଠାରେ ଏହି ରୋଗ ଚିହ୍ନଟ ହୋଇଛି।

କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ମିଶନ ଜରିଆରେ ଏହାର ନିରାକରଣ ଓ ସଚେତନତା ପାଇଁ ବ୍ୟାପକ ପଦକ୍ଷେପ ନିଆଯାଉଛି। ଏଥିପାଇଁ ଗର୍ଭବତୀମାନଙ୍କର ନିୟମିତ ଭାବେ ରକ୍ତ ଓ ପରିସ୍ରା ପରୀକ୍ଷଣ କରାଯାଉଛି । ଗର୍ଭବତୀମାନଙ୍କୁ ଅଧିକ ସଚେତନ କରିବା ସହ ସେମାନଙ୍କ ଖାଦ୍ୟପାନୀୟ ବ୍ୟବସ୍ଥା, ବିଶ୍ରାମ ଓ ଗର୍ଭବତୀ ସମୟରେ ଗୁରତର ଲକ୍ଷଣ ଆଦି ସମ୍ପର୍କରେ ସୂଚନା ପ୍ରଦାନ କରୁଛି । ସେହିପରି ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ଵ ଅଭିଯାନ ମାଧ୍ୟମରେ ସୁରକ୍ଷିତ ପ୍ରଶବ ସମ୍ପର୍କରେ ବିଭିନ୍ନ ପଦକ୍ଷେପ ନିଆଯାଉଛି ବୋଲି ଶ୍ରୀମତୀ ପଟେଲ କହିଛନ୍ତି ।

Tags: manas mangarajodisha
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ତିନିଦିନିଆ ନିବେଶକ ସମ୍ମିଳନୀ କରିବେ ରାଜ୍ଯ ସରକାର

ଭାରତୀୟ ହକି ଟିମ୍‌ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.