Tuesday, November 3, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଅପରାଧ

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ପିଟିପିଟି ହତ୍ୟା

Sanchar Live by Sanchar Live
January 16, 2025
in ଅପରାଧ
0
0
SHARES
11
VIEWS
Facebook
Twitter

Related posts

ମାଡି ଆସୁଛି ବାତ୍ୟା ‘ମୁରାସୁ’, ଜାଣନ୍ତୁ ଏବେ କଣ ରହିଛି ଅପଡେଟ

ମାଡି ଆସୁଛି ବାତ୍ୟା ‘ମୁରାସୁ’, ଜାଣନ୍ତୁ ଏବେ କଣ ରହିଛି ଅପଡେଟ

November 2, 2026
ବାତ୍ୟାର ସୁଯୋଗ ନେଇ ମୋବାଇଲ୍ ଶୋ’ରୁମ୍‌ରୁ ଲୁଟ

ବାତ୍ୟାର ସୁଯୋଗ ନେଇ ମୋବାଇଲ୍ ଶୋ’ରୁମ୍‌ରୁ ଲୁଟ

October 29, 2026

ସଂଚାର ବ୍ୟୁରୋ: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ପିଟିପିଟି ହତ୍ୟା। କଟକ ଜିଲ୍ଲା ବାଙ୍କୀ ଥାନା ରତାଗଡ଼ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ସେହି ଗାଁର ସୁମନ୍ତ କୁମାର ସାହୁ। ବଡବନ୍ଧିଆଣି ଠାକୁରାଣୀଙ୍କ ପୀଠରେ ମକରମେଳା ଦେଖି ଘରକୁ ଫେରୁଥିବାବେଳେ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଗାଁର କିଛି ଯୁବକ ରାସ୍ତାରେ ଅଟକାଇ ତାଙ୍କୁ ଠେଙ୍ଗାରେ ଅତର୍କିତ ଭାବରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସିତ ଅବସ୍ଥାରେ ଗତକାଲି ତାଙ୍କର ମୃତ୍ୟୁ ଘଟିଛି । ଏନେଇ ମୃତକଙ୍କ ପରିବାର ପକ୍ଷରୁ ବାଙ୍କୀ ଥାନାରେ ଏତଲା ଦିଆଯାଇଛି। ଏତଲା ଆଧାରରେ ବାଙ୍କୀ ପୋଲିସ ୬ ଜଣ ଯୁବକଙ୍କୁ ଥାନାରେ ଅଟକ ରଖି ତନାଘନା ଚଳାଇଛି । ସେପଟେ ଏହି ଘଟଣାକୁ ନେଇ ବାଙ୍କୀ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।

Tags: bankicrime

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଭିଏଏମ୍ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି
  • ସୋନମ ୱାଙ୍ଗଚୁକଙ୍କୁ ବଡ଼ ଝଟକା
  • ନେରିଡ଼ିୱାଲସାରେ ଓଡ଼ିଶା-ଆନ୍ଧ୍ର ପୁଲିସ ମୁହାଁମୁହିଁ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.