Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୨୭ତମ କଳାହାଣ୍ଡି ଉତ୍ସବ-ଘୁମୁରା, ବେଦାନ୍ତ ଲାଞ୍ଜିଗଡ଼ ଷ୍ଟଲରେ ବିକାଶ ମୂଳକ କାର୍ଯ୍ୟକ୍ରମ ପ୍ରଦର୍ଶିତ

Sanchar Live by Sanchar Live
January 16, 2025
in ଓଡିଶା
0
୨୭ତମ କଳାହାଣ୍ଡି ଉତ୍ସବ-ଘୁମୁରା, ବେଦାନ୍ତ ଲାଞ୍ଜିଗଡ଼ ଷ୍ଟଲରେ ବିକାଶ ମୂଳକ କାର୍ଯ୍ୟକ୍ରମ ପ୍ରଦର୍ଶିତ

Oplus_131072

0
SHARES
11
VIEWS
FacebookTwitter

କଳାହାଣ୍ଡି: ଚାରି ଦିନ ଧରି ଚାଲିଥିବା ୨୭ତମ କଳାହାଣ୍ଡି ଉତ୍ସବ- ଘୁମୁରା ୨୦୨୫ ପାଳନ ଅବସରରେ ଭାରତର ଅଗ୍ରଣୀ ଆଲୁମିନା ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମର ସହାୟକ ସଂସ୍ଥା ବେଦାନ୍ତ ଲାଞ୍ଜିଗଡ଼ ଏହାର ଷ୍ଟଲରେକମ୍ପାନିଏହି ଅଞ୍ଚଳରେ ଚଳାଇଥିବା ପରିବର୍ତନଶୀଳ ଗୋଷ୍ଠୀ ବିକାଶ କାର୍ଯ୍ୟକ୍ରମକୁ ପ୍ରଦର୍ଶିତ କରିଛି।

ବେଦାନ୍ତ ଷ୍ଟଲରେ ପ୍ରୋଜେକ୍ଟ ଆଦିକଳାର ହାତତିଆରି ସାମଗୀର ଚମତ୍କାର ପ୍ରଦର୍ଶନ କରାଯାଇଥିଲା, ଯାହା ଭାରତର ସର୍ବପୁରାତନ କଳା – ସଉରା ଏବଂ ଢୋକ୍ରାକୁ ପୁନରୁଦ୍ଧାର କରିବା ସହିତ ସ୍ଥାୟୀ ଜୀବିକା ମାଧ୍ୟମରେ ୨୦୦ରୁ ଅଧିକ ଗ୍ରାମୀଣ ପରିବାରକୁ ସଶକ୍ତ କରିଥାଏ । ଗ୍ରାମୀଣ ମହିଳାଙ୍କ ପାଇଁ ବେଦାନ୍ତର ଅର୍ଥନୈତିକ ସ୍ୱାଧୀନତାର ସ୍ୱପ୍ନକୁ ପ୍ରତିଫଳିତ କରୁଥିବା ପ୍ରୋଜେକ୍ଟ ସଖୀ ଅଧୀନରେ ୪୦୦୦ରୁ ଅଧିକ ମହିଳାଙ୍କ ଦ୍ୱାରା ବିକଶିତ ଘରୋଇ ଜୈବିକ ଉତ୍ପାଦ ଏହି କଳାତ୍ମକ ପ୍ରଦର୍ଶନର ଏକ ଅଂଶ ଥିଲା ।
ଏହାବ୍ୟତୀତ ବେଦାନ୍ତର ଅତ୍ୟାଧୁନିକ କାରଖାନାରେ ବକ୍ସାଇଟ୍ ପଥରକୁ ଉଚ୍ଚମାନର ଆଲୁମିନିୟମ ଉତ୍ପାଦରେ ପରିଣତ କରିବାର ପ୍ରଦର୍ଶନ କରି ପର୍ଯ୍ୟଟକଙ୍କୁ ଆଲୁମିନିୟମର ଯାତ୍ରା ସମ୍ପର୍କରେ ଅବଗତ କରାଯାଇଥିଲା। ଏଥିସହିତ ପରିବେଶ ପରିଚାଳନା ସହ କଂପାନିର ସ୍ଥାୟୀ ପରିଚାଳନା ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

ବେଦାନ୍ତ ଷ୍ଟଲକୁ ଉଦଘାଟନ କରି କଳାହାଣ୍ଡି ସାଂସଦ ଶ୍ରୀମତୀ ମାଲବିକା ଦେବୀ ଓ ଜିଲ୍ଲାପାଳ ଶ୍ରୀ ସଚିନ ପାୱାର ଏହି ଅଞ୍ଚଳର ସଂସ୍କୃତି ଓ ଆଧୁନିକ ବିକାଶର ଅନନ୍ୟ ମିଶ୍ରଣ ପାଇଁ ଗର୍ବ ପ୍ରକାଶ କରିଥିଲେ।କଳାହାଣ୍ଡି ସାଂସଦ ଶ୍ରୀମତୀ ମାଲବିକା ଦେବୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେଘୁମୁରା ଆମର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ଏକ ଜୀବନ୍ତ ଉତ୍ସବ ଏବଂ ଏହା ଏକ ଜିଲ୍ଲା ଭାବରେ ଆମେ କରୁଥିବା ସାମଗ୍ରିକ ପ୍ରଗତିକୁ ପ୍ରତିଫଳିତ କରେ ।
ଉଦଘାଟନୀ ଭାଷଣରେ ଜିଲ୍ଲାପାଳ ସଚିନ ପାଓ୍ଵାର କହିଛନ୍ତି ଯେକଳାହାଣ୍ଡି ଉତ୍ସବ ଆମ ଅଞ୍ଚଳର କାଳଜୟୀ ଐତିହ୍ୟ ଓ ସାମୂହିକ ଭାବନାର ଉତ୍ସବ। ଏଠାରେ ପ୍ରଦର୍ଶିତ ବେଦାନ୍ତର ତୃଣମୂଳସ୍ତରୀୟ ପଦକ୍ଷେପ ଗୁଡ଼ିକ ଆଖପାଖ ଅଞ୍ଚଳକୁ ସମର୍ଥନ ଏବଂ ବିକାଶ କରିପାରିବେ ଏବଂ ସେମାନଙ୍କର ସାଂସ୍କୃତିକ ପରମ୍ପରାକୁ ମଧ୍ୟ ସମ୍ପୂର୍ଣ୍ଣ ରୂପେ ଗ୍ରହଣ କରିପାରିବେ।ଶିକ୍ଷା, ସ୍ୱାସ୍ଥ୍ୟସେବା, ଦକ୍ଷତା ବିକାଶ ଏବଂ ପାରମ୍ପରିକ ଲୋକକଳାର ସଂରକ୍ଷଣ ଦିଗରେ କଂପାନିର ନିରନ୍ତର ପ୍ରୟାସକୁ ମୁଁ ପ୍ରଶଂସା କରୁଛି, ଯାହା ଆମ ସମ୍ପ୍ରଦାୟର ସାମଗ୍ରିକ ପ୍ରଗତି ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଉପାଦାନ ବୋଲି ଜିଲ୍ଲାପାଳ କହିଛନ୍ତି।
ବେଦାନ୍ତ ଆଲୁମିନା ବିଜନେସ୍ ର ସିଇଓ ପ୍ରଣବ କୁମାର ଭଟ୍ଟାଚାର୍ଯ୍ୟ ଏହି ଉତ୍ସବରେ ଯୋଗଦେଇ କହିଛନ୍ତି ଯେକଳାହାଣ୍ଡି ଉତ୍ସବ ଏହି ଅଞ୍ଚଳର ଆତ୍ମାକୁ ସ୍ମରଣ କରୁଥିବା ଏକ ମଞ୍ଚ ଭାବେ କାର୍ଯ୍ୟ କରୁଛି ଏବଂ ବେଦାନ୍ତ ଏହି ଭବ୍ୟ ଉତ୍ସବର ଅଂଶ ହୋଇ ଗର୍ବ ଅନୁଭବ କରୁଛି। କେବଳ ଆମର ଶିଳ୍ପ ଉତ୍କର୍ଷତା ନୁହେଁ, କଳାହାଣ୍ଡିର ଐତିହ୍ୟକୁ ସଂରକ୍ଷଣ କରିବା ଏବଂ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଜୀବିକା ସୃଷ୍ଟି କାର୍ଯ୍ୟକ୍ରମ ମାଧ୍ୟମରେ ଏହାର ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଆମର ସମର୍ପଣକୁ ମଧ୍ୟ ଆମେ ଆଲୋକପାତ କରିବାକୁ ଲକ୍ଷ୍ୟ ରଖିଛୁ।”ଏହି ଉତ୍ସବ ପ୍ରଗତି ଏବଂ ପରମ୍ପରାର ସଂପୂର୍ଣ୍ଣ ସମନ୍ୱୟକୁ ପ୍ରତିଫଳିତ କରୁଥିବା ବେଳେ ଆମେ ଯୋଗଦାନ କରି ଗର୍ବ ଅନୁଭବ କରୁଛୁ ବୋଲିସିଇଓ କହିଛନ୍ତି।ଉଲ୍ଲେଖଯୋଗ୍ୟ, ଆଦିବାସୀ ଅଧ୍ୟୁଷିତ ଜିଲ୍ଲାର ସମୃଦ୍ଧ କଳା, ପରମ୍ପରା ଓ ଐତିହ୍ୟକୁ ଏକାଠି କରି ଏହି ଅଞ୍ଚଳର ଜୀବନ୍ତ ସଂସ୍କୃତିର ବାର୍ଷିକ ଉତ୍ସବ ହେଉଛି ‘କଳାହାଣ୍ଡି ଉତ୍ସବ- ଘୁମୁରା’।

Tags: ghumurakalahandiVedanta
ShareTweetShareSend
Sanchar Live

Sanchar Live

Next Post
ସରକାରୀ କର୍ମଚାରୀଙ୍କୁ ମିଳିଲା ବଡ଼ ଉପହାର

ସରକାରୀ କର୍ମଚାରୀଙ୍କୁ ମିଳିଲା ବଡ଼ ଉପହାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.