Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲି ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Sanchar Live by Sanchar Live
January 17, 2025
in ଓଡିଶା
0
ଆସନ୍ତାକାଲି ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Oplus_131072

0
SHARES
10
VIEWS
FacebookTwitter

ଭୁବନେଶ୍ୱର : ଆସନ୍ତା ଶନିବାର  ଅର୍ଥାତ ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ ରାୟଗଡ଼ା ଜିଲ୍ଲା ଗସ୍ତରେ ଆସିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଅନୁଷ୍ଠିତ ହେବାକୁ ଥିବା ସମନ୍ୱିତ କାର୍ଯ୍ୟକ୍ରମରେ  ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସମଗ୍ର  ଦେଶର ବିଭନ୍ନ ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ  ଆଲୋଚନା କରିବାକୁ ଥିବାବେଳେ ରାଜ୍ୟର  ରାୟଗଡ଼ା ଜିଲ୍ଲା ସେଥିରେ ଅନ୍ତର୍ଭୁକ୍ତ ହୋଇଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ଆସୁଥିବା ସୂଚନା ମିଳିଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ହେଲିକ୍ୟାପ୍‌ଟର ଯୋଗେ ଆସି  ସ୍ଥାନୀୟ ଜିସିଡି ପଡ଼ିଆରେ ଓହ୍ଲାଇବେ । ସେଠାରୁ  ବିଜୁ ପଟ୍ଟନାୟକ ଅଡିଟୋରିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଶେଷ ପରେ ସର୍କିଟହାଉସ୍‌ଠାରେ  ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାକୁ  ଥିବା ଜିଲ୍ଲା ବିଜେପି ସଭାପତି ଶିବ ପଟ୍ଟନାୟକ  ସୂଚନା ଦେଇଛନ୍ତି । ଏଣେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନ ଓ ପୁଲିସ୍‌ ପକ୍ଷରୁ ବ୍ୟବସ୍ଥା ଆରମ୍ଭ  ହୋଇଛି । ସମସ୍ତ କାର୍ଯ୍ୟକ୍ରମକୁ ସମୟାନୁସାରେ  ଶେଷ ଓ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି ।  କୋର୍ଟ୍‌ଚାଲାଣ କରାଯାଇ ଥିବା ଜଣାପଡିଛି ।

Tags: mohan majhirayagada
ShareTweetShareSend
Sanchar Live

Sanchar Live

Next Post
ନବ ଦାସଙ୍କ ଭାଇଙ୍କ ଘରେ ଆଇଟି ରେଡ୍

ନବ ଦାସଙ୍କ ଭାଇଙ୍କ ଘରେ ଆଇଟି ରେଡ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା
  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ
  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.