Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଢୁଛି ମହାନଦୀର ଜଳସ୍ତର, ୧୦ ଜିଲ୍ଲାକୁ ସତର୍କ ସୂଚନା

Sanchar Live by Sanchar Live
August 9, 2024
in ଓଡିଶା
0
ବଢୁଛି ମହାନଦୀର ଜଳସ୍ତର, ୧୦ ଜିଲ୍ଲାକୁ ସତର୍କ ସୂଚନା
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ : ଫୁଲୁଛି ମହାନଦୀ; ୧୦ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ SRC। ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି। କହିରଖୁଛୁ କି , ହୀରାକୁଦ ଡ୍ୟାମର ୧୪ଟି ଗେଟ୍ ଖୋଲାଯିବା ପରେ ବଢୁଛି ମହାନଦୀର ଜଳସ୍ତର। କଟକ ମୁଣ୍ଡଳୀରେ ମହାନଦୀ ଜଳସ୍ତର କ୍ରମାଗତ ବୃଦ୍ଧି ପାଇବାକୁ ଲାଗିଛି। ଆଜି କଟକର ମୁଣ୍ଡଳି ଦେଇ ୫ ଲକ୍ଷ ୭୮ ହଜାର କ୍ୟୁକେସ୍ ବନ୍ୟା ପାଣି ପ୍ରବାହିତ ହେଉଛି। ମହାନଦୀର ଜଳସ୍ତର ବଢୁଥିବାରୁ ଅବବାହିକାରେ ଥିବା ୧୦ ଜିଲ୍ଲାର ଜିଲ୍ଳାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।

ଏସବୁ ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। ଏଥିସହ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ପରାମର୍ଶ ଦିଆଯାଇଛି। ପାଣି ପ୍ରବାହିତ ହେଉଥିବା ରାସ୍ତା, ବ୍ରିଜ ଉପରେ ଯାଆସ ନକରିବାକୁ ବାରଣ କରାଯାଇଛି।
ମହାନଦୀ ଜଳସ୍ତର ବୃଦ୍ଧି ପାଇ ଯୋକୁ ନଦୀ ଅବବାହିକାର ଥିବା ତଳିଆ ଅଞ୍ଚଳରେ ବନ୍ୟା ପାଣି ପଶିଛି। କଟକ ଜିଲ୍ଲା ଆଠଗଡ଼ର ବଡ଼ଭୂଇଁ ଖଣ୍ଡହତାକୁ ସଂଯୋଗ କରୁଥିବା ବଡ଼ବନ୍ଧିଆଣି ରାସ୍ତା ସହ ପୋଲ ଉପରେ ୨ ଫୁଟ୍ ବନ୍ୟା ପାଣି ପ୍ରବାହିତ ହେଉଛି। ଫଳରେ ଏହି ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ସେହିପରି ଉତ୍ତରବାଙ୍କୀ ଘୋଡ଼ାବରଠାରେ ହୁଳୁହୁଳି ପୋଲ ଦେଇ ମହାନଦୀ ବନ୍ୟା ଜଳ ପଶି ତିଗିରିଆ ଓ ଉତ୍ତରବାଙ୍କୀ ଅଞ୍ଚଳର ହଜାର ହଜାର ଏକର ଚାଷ ଜମି ଜଳମଗ୍ନ ହୋଇଛି।

ସେହିପରି ମହାନଦୀରେ ଦ୍ୱିତୀୟ ବନ୍ୟା ପାଣି ଆସିବାରୁ ଉଛୁଳିଛି ମହାନଦୀର ଶାଖା ନଦୀ ଋଣ। ଫଳରେ ବାଙ୍କୀର ତାଳବସ୍ତ ଓ ବିଲିପଡା ରାସ୍ତାରେ ୨ ଫୁଟ୍ ପାଣି ପ୍ରବାହିତ ହେଉଛି। ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଯାଇଛି। ମହାନଦୀର ଜଳସ୍ତର ବଢୁଥିବାରୁ ଆଗକୁ ଅଧିକ ଅଞ୍ଚଳ ଜଳବନ୍ଦୀ ହେବା ଆଶଙ୍କା ରହିଛି।

Tags: mahanadiwater lable
ShareTweetShareSend
Sanchar Live

Sanchar Live

Next Post
ଗାଧୋଉଥିବା ବେଳେ ଚାଲିଗଲା ଜୀବନ

ଗାଧୋଉଥିବା ବେଳେ ଚାଲିଗଲା ଜୀବନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.