Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ଗାଜାରେ ଅସ୍ତ୍ରବିରତି ପ୍ରସ୍ତାବକୁ ଇସ୍ରାଏଲ ସିକ୍ଯୁରିଟି କ୍ଯାବିନେଟର ମଞ୍ଜୁରୀ

Sanchar Live by Sanchar Live
January 18, 2025
in ବିଦେଶ
0
ଗାଜାରେ ଅସ୍ତ୍ରବିରତି ପ୍ରସ୍ତାବକୁ ଇସ୍ରାଏଲ ସିକ୍ଯୁରିଟି କ୍ଯାବିନେଟର ମଞ୍ଜୁରୀ

Palestinian civilians and rescuers help clear the rubble in the heavily bombarded city center of Khan Yunis in the southern Gaza Strip following overnight Israeli shelling, on October 10, 2023. Israel pounded Hamas targets in Gaza on October 10 and said the bodies of 1,500 Islamist militants were found in southern towns recaptured by the army in gruelling battles near the Palestinian enclave. (Photo by SAID KHATIB / AFP) (Photo by SAID KHATIB/AFP via Getty Images)

0
SHARES
9
VIEWS
FacebookTwitter

ଗାଜାରେ ଅସ୍ତ୍ରବିରତି ପ୍ରସ୍ତାବକୁ ଇସ୍ରାଏଲ ସିକ୍ଯୁରିଟି କ୍ଯାବିନେଟର ମଞ୍ଜୁରୀ । ଫଳରେ ଆସନ୍ତାକାଲିଠାରୁ ହମାସ କବଳରେ ଥିବା ପଣବନ୍ଦୀମାନେ ମୁକ୍ତି ପାଇବାର ଆଶା ଉଜ୍ଜୀବିତ ହୋଇଛି । ଏହାସହ ୧୫ ମାସ ଧରି ଜାରି ରହିଥିବା ଯୁଦ୍ଧରେ ରୋକ ଲାଗିବା ଆଶା କରାଯାଉଛି । ଶୁକ୍ରବାର ବସିଥିବା ଇସ୍ରାଏଲୀ କ୍ଯାବିନେଟରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ବି ଆଲୋଚନା ହୋଇଛି । ବର୍ତ୍ତମାନ ସୁଦ୍ଧା ଯୁଦ୍ଧରେ ଗାଜାରେ ୪୬ ହଜାରରୁ ଅଧିକ ଲୋକଙ୍କ ପ୍ରାଣହାନୀ ଘଟିଥିବାବେଳେ ୧୦ଲକ୍ଷରୁ ଅଧିକ ଲୋକ ବାସଚ୍ୟୁତ ହୋଇଛନ୍ତି । ଯଦି ଏହି ଅସ୍ତ୍ରବିରତି ସଫଳତାର ସହ କାର୍ଯ୍ୟକାରୀ ହୁଏ ତେବେ ଇରାନ, ଲେବାନନ, ୟେମେନ, ଇରାକ ମଧ୍ଯରେ ଦେଖାଦେଇଆସିଥିବା ଉତ୍ତେଜନା ପ୍ରଶମିତ ହେବା ଆଶା ରହିଛି । ଏହି ବିବାଦରେ ସାମିଲ ହୋଇଥିଲେ ଇରାନ ସମର୍ଥିତ ଲେବାନନର ହେଜବୁଲ୍ଲା, ୟେମେନର ହୌଥି ଓ ଇରାକର ବିଭିନ୍ନ ବିଦ୍ରୋହୀ ସଂଗଠନ । ସେପଟେ ଗତକାଲି ବି ଗାଜାର ବିଭିନ୍ନ ଅଞ୍ଚଳରେ ଇସ୍ରାଏଲ ଏୟାରଷ୍ଟ୍ରାଇକ କରିଛି । ଏଥିରେ ୧୧୬ ପାଲେଷ୍ଟିନୀୟ ପ୍ରାଣ ହରାଇଛନ୍ତି । ପ୍ରସ୍ତାବ ଅନୁସାରେ ୩୩ ଜଣ ଇସ୍ରାଏଲୀ ପଣବନ୍ଦୀଙ୍କୁ ହମାସ ମୁକ୍ତ କରିବ । ସେମାନଙ୍କ ମଧ୍ଯରେ ଅଛନ୍ତି ମହିଳା, ଶିଶୁ ଓ ୫୦ ବର୍ଷରୁ ଅଧିକ ବୟସର ଲୋକ ରହିଛନ୍ତି । ପ୍ରତିବଦଳରେ ଇସ୍ରାଏଲ ପ୍ରଥମ ପର୍ଯ୍ୟାୟରେ ୧୯ ବର୍ଷରୁ କମ ବୟସର ପାଲେଷ୍ଟିନୀୟ ମହିଳା ଓ ଶିଶୁଙ୍କୁ ମୁକ୍ତ କରିବ । ଇସ୍ରାଏଲ କବ୍ଜାରେ ଥିବା ୯୯୦ରୁ ୧୬୫୦ ପାଲେଷ୍ଟିନୀୟଙ୍କୁ ବିଭିନ୍ନ ପର୍ଯ୍ୟାୟରେ ଇସ୍ରାଏଲ ମୁକ୍ତି ଦେବା ସମ୍ଭାବନା ରହିଛି । ଇସ୍ରାଏଲ ପକ୍ଷରୁ କୁହାଯାଉଛି ଗାଜାରେ ବର୍ତ୍ତମାନ ୯୮ ଜଣ ଇସ୍ରାଏଲୀ ପଣବନ୍ଦୀ ରହିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଯେଉଁ ୩୩ ଜଣଙ୍କୁ ହମାସ ଖଲାସ କରିବା ସମ୍ଭାବନା ରହିଛି ସେମାନଙ୍କ ନାମ ଜାରି କରିଛନ୍ତି ଇସ୍ରାଏଲ କର୍ତ୍ତୃପକ୍ଷ । ତେବେ ସେମାନଙ୍କ ମଧ୍ଯରେ କେତେ ଜଣ ଜୀବିତ ତାହା ସ୍ପଷ୍ଟ ହୋଇନାହିଁ । ଆସନ୍ତା ୨୦ ତାରିଖ ଆମେରିକାରେ ସରକାର ପରିବର୍ତ୍ତନ ହେବାକୁ ଯାଉଥିବାବେଳେ ଏହି ଅସ୍ତ୍ରବିରତି ଗୁରୁତ୍ବ ବହନ କରିଛି।…

Tags: gajawar
ShareTweetShareSend
Sanchar Live

Sanchar Live

Next Post
ନରସିଂହପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଅଜୟ ସାମଲଙ୍କ ଆତ୍ମହତ୍ୟା ଅଭିଯୋଗ

ନରସିଂହପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଅଜୟ ସାମଲଙ୍କ ଆତ୍ମହତ୍ୟା ଅଭିଯୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.