Tuesday, November 3, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

ଏଣିକି ପ୍ରଥମଶ୍ରେଣୀରେ ପାଠ ପଢିବା ପାଇଁ ୬ ବର୍ଷ ହେବା ଜରୁରୀ

Sanchar Live by Sanchar Live
January 20, 2025
in ଭାରତ
0
0
SHARES
20
VIEWS
Facebook
Twitter

ପିଲାଙ୍କୁ ୬ବର୍ଷ ବୟସ ହୋଇନଥିଲେ  ଏଣିକି ପ୍ରଥମଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ । ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ।  ଏହାସହିତ ସବୁ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ ଯେଉଁଠି ୫-୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ ଲେଖାଇବାର ସୁଯୋଗ ମିଳିବ । ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟ ସରକାର ଏଭଳି କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ କାର୍ଯ୍ୟକାରୀ ପାଇଁ ପଦକ୍ଷେପ ନେଇଛନ୍ତି ।

ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,  ‘ଜାତୀୟ ଶିକ୍ଷା ନୀତି-୨୦୨୦’ର ପ୍ରାବଧାନ ଅନୁସାରେ ରାଜ୍ୟ ସରକାର ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ପିଲାଙ୍କ ବୟସ ୬ବର୍ଷ ହୋଇଥିବା ଜରୁରୀ।

Related posts

ଭ୍ୟାନ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୬ ଜଣଙ୍କ ମୃତ୍ୟୁ

ଭ୍ୟାନ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୬ ଜଣଙ୍କ ମୃତ୍ୟୁ

November 2, 2026
ଅଣନିଶ୍ବାସୀ ହୋଇଗଲେଣି ଦିଲ୍ଲୀବାସୀ, ବଢୁଛି ପ୍ରଦୂଷଣ

ଅଣନିଶ୍ବାସୀ ହୋଇଗଲେଣି ଦିଲ୍ଲୀବାସୀ, ବଢୁଛି ପ୍ରଦୂଷଣ

November 2, 2026

ଶିକ୍ଷାବର୍ଷର ସେପ୍ଟେମ୍ବର ପହିଲା ସୁଦ୍ଧା ପିଲାର ବୟସ ୬+ ହେବା ଆବଶ୍ୟକ । ସେହିପରି ୨୦୨୫-୨୬ ଶିକ୍ଷାବର୍ଷରୁ ସମସ୍ତ ପ୍ରାଥମିକ ସ୍କୁଲରେ ଅତିରିକ୍ତ ପ୍ରି ସ୍କୁଲ ଶ୍ରେଣୀ ଖୋଲିବ । ଯାହାକି ‘ଶିଶୁବାଟିକା’ ନାମରେ ନାମିତ ହେବ ଓ ସେଠାରେ ୫-୬ବର୍ଷ ବୟସର ପିଲାମାନେ ନାମଲେଖାଇ ପାରିବେ।

ଉଲ୍ଲେଖଯୋଗ୍ୟ,ଗତ ସପ୍ତାହରେ ରାଜ୍ୟରେ ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ।

Tags: educationone classScohhol

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଗ୍ଲେନ୍ ମ୍ୟାକ୍ସୱେଲ୍ ଅବସର ଘୋଷଣା
  • ‘ମୁରାସୁ’ ପ୍ରଭାବ : ରାଜ୍ୟରେ ୨ ଦିନ ପ୍ରବଳ ବର୍ଷିବ
  • ଏହି କାରଣଗୁଡ଼ିକ ଆପଣଙ୍କର ପିତା ହେବାର ସ୍ୱପ୍ନକୁ ମଧ୍ୟ ଭାଙ୍ଗି ଦେଇପାରେ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.