Tuesday, November 3, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

ସଞ୍ଜୟକୁ ମୃତ୍ଯୁ ଦଣ୍ଡାଦେଶ ଲାଗି କଲିକତା ହାଇକୋର୍ଟରେ ଆବେଦନ

Sanchar Live by Sanchar Live
January 21, 2025
in ଭାରତ
0
0
SHARES
15
VIEWS
Facebook
Twitter

Related posts

ଭ୍ୟାନ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୬ ଜଣଙ୍କ ମୃତ୍ୟୁ

ଭ୍ୟାନ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୬ ଜଣଙ୍କ ମୃତ୍ୟୁ

November 2, 2026
ଅଣନିଶ୍ବାସୀ ହୋଇଗଲେଣି ଦିଲ୍ଲୀବାସୀ, ବଢୁଛି ପ୍ରଦୂଷଣ

ଅଣନିଶ୍ବାସୀ ହୋଇଗଲେଣି ଦିଲ୍ଲୀବାସୀ, ବଢୁଛି ପ୍ରଦୂଷଣ

November 2, 2026

କୋଲକାତା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ସଂଜୟ ରାୟକୁ ଆଜୀବନ କାରାଦଣ୍ଡାଦେଶ ଘଟଣା। ସଞ୍ଜୟକୁ ମୃତ୍ଯୁ ଦଣ୍ଡାଦେଶ ଲାଗି କଲିକତା ହାଇକୋର୍ଟରେ ଆବେଦନ କରିଛନ୍ତି ପଶ୍ଚିମବଙ୍ଗ ସରକାର। ଗତକାଲି ସଞ୍ଜୟକୁ ସିଆଲଦା ସେସନ୍ସ କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫୦ ହଜାର ଟଙ୍କାର ଜରିମାନା ଧାର୍ଯ୍ୟ କରିଥଇଲେ। ଗତକାଲିର ରାୟ ପ୍ରକାଶ ପରେ ପଶ୍ଚିମବଙ୍ଗ ମୁଖ୍ଯମନ୍ତ୍ରୀ ମମତା ବାନାର୍ଜୀ କହିଥିଲେ- ସଞ୍ଜୟକୁ ମୃତ୍ଯୁଦଣ୍ଡ ଦେବା ଲାଗି ତାଙ୍କ ସରକାର ଆବେଦନ କରିବେ। ପୀଡ଼ିତାଙ୍କ ପରିବାରକୁ ୧୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ୨୦୨୪ ଅଗଷ୍ଟ ୯ ତାରିଖରେ କୋଲକାତା ଆରଜି କର ମେଡିକାଲ କଲେଜର ଜୁନିଅର ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ସିଭିକ ଭଲ୍ୟୁଣ୍ଟର ସଂଜୟ ରାୟକୁ ଗିରଫ କରାଯାଇଥିଲା। ତଥାପି ଏହାକୁ ନେଇ ଜୋରଦାର ଆନ୍ଦୋଳନ କରିଥିଲେ। ଡାକ୍ତରଙ୍କ ସହିତ ସାଧାରଣ ଲୋକେ ବି ଆନ୍ଦୋଳନରେ ସାମିଲ ହୋଇଥିଲେ। ଏହା ପରେ କୋଲକାତା ହାଇକୋର୍ଟ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ସିବିଆଇ ତଦନ୍ତ କରି ଚାର୍ଜସିଟ୍ ଦାଖଲ କରିଥିଲା ଯେ, କେବଳ ସଂଜୟ ରାୟ ହିଁ ଏହି ଜଘନ୍ୟକାଣ୍ଡରେ ଜଡ଼ିତ। ଆଉ କେହି ସଂପୃକ୍ତ ନୁହନ୍ତି। ୫୭ ଦିନର ବିଚାର ପରେ ଗତ ଶନିବାର ସଂଜୟ ରାୟକୁ ସିଆଲଦା କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ। ଗତକାଲି ତାକୁ ଆଜୀବନ ଜେଲ୍ ଦଣ୍ଡାଦେଶ ଦିଆଯାଇଥିଲା।

Tags: bsanjay roykolkatawest bengal

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଗ୍ଲେନ୍ ମ୍ୟାକ୍ସୱେଲ୍ ଅବସର ଘୋଷଣା
  • ‘ମୁରାସୁ’ ପ୍ରଭାବ : ରାଜ୍ୟରେ ୨ ଦିନ ପ୍ରବଳ ବର୍ଷିବ
  • ଏହି କାରଣଗୁଡ଼ିକ ଆପଣଙ୍କର ପିତା ହେବାର ସ୍ୱପ୍ନକୁ ମଧ୍ୟ ଭାଙ୍ଗି ଦେଇପାରେ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.