Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ହସ୍ପିଟାଲରୁ ଡିସଚାର୍ଜ ହେଲେ ସୈଫ୍ ଅଲ୍ଲୀ ଖାନ

Sanchar Live by Sanchar Live
January 21, 2025
in ଭାରତ
0
ହସ୍ପିଟାଲରୁ ଡିସଚାର୍ଜ ହେଲେ ସୈଫ୍ ଅଲ୍ଲୀ ଖାନ
0
SHARES
9
VIEWS
FacebookTwitter

ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବଲିଉଡ୍ ଅଭିନେତା ସୈଫ୍ ଅଲ୍ଲୀ ଖାନ । ଭର୍ତ୍ତି ହେବାର ୫ ଦିନ ପରେ ସେ ହସ୍ପିଟାଲରୁ ଘରକୁ ଫେରିଛନ୍ତି । ୫ ଦିନ ତଳେ ଅଭିନେତାଙ୍କୁ ତାଙ୍କ ବାନ୍ଦ୍ରାସ୍ଥିତ ଘରେ ଦୁର୍ବୃତ୍ତ ଆକ୍ରମଣ କରିଥିଲା । ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଅସ୍ତ୍ରୋପଚାର ପରେ ସୈଫଙ୍କ ସ୍ୱାସ୍ଥ୍ୟାବସ୍ଥା ସୁଧୁରିଛି । ଏବେ ସମ୍ପୂର୍ଣ୍ଣ ରୂପେ ସୁସ୍ଥ ହେବାକୁ ଆହୁରି ସମୟ ଲାଗିବ ।

ସେପଟେ ମୁମ୍ବାଇ ପୋଲିସ ସୈଫଙ୍କ ଘରର ସୁରକ୍ଷା ବଢ଼ାଇଛି । ଫ୍ଲୋର ଡକ୍ଟକୁ ଜାଲି ଦ୍ବାରା ପ୍ୟାକ୍ କରି ଦିଆଯାଇଛି । ସୈଫ୍ ଓ କରୀନା ଦୁଇ ପୁଅଙ୍କ ସହ ଯେଉଁ ବିଲ୍ଡିଂରେ ରହୁଛନ୍ତି, ତାହାର ୧୨ତମ ମହଲାରେ ସମସ୍ତ ଏସି ଡକ୍ଟ ଏରିଆକୁ ଜାଲି ସ୍କ୍ରିନରେ ସିଲ୍ କରାଯାଇଛି ।

ଆଜି ଲୀଳାବତୀରୁ ଅଭିନେତା ଡିସଚାର୍ଜ ହୋଇଛନ୍ତି । ସମ୍ପୂର୍ଣ୍ଣ ସୁସ୍ଥ ହେବା ପାଇଁ ତାଙ୍କୁ ଆଉ କିଛି ଦିନ ବିଶ୍ରାମ ନେବାକୁ ପଡ଼ିବ ବୋଲି ଡାକ୍ତର ପରାମର୍ଶ ଦେଇଛନ୍ତି । ଏହାପୂର୍ବରୁ ମଙ୍ଗଳବାର ସକାଳେ ପୋଲିସ ସୈଫଙ୍କ ଘରେ ପହଞ୍ଚି କ୍ରାଇମ୍ ସିନ୍ ରିକ୍ରିଏଟ୍ କରିଥିଲା । ମାମଲାର ତଦନ୍ତ କରୁଥିବା ମୁମ୍ବାଇ ପୋଲିସ ଅଭିଯୁକ୍ତ ଶେହଜାଦଙ୍କୁ ମଧ୍ୟ ସାଙ୍ଗରେ ଆଣିଥିଲା ।

୧୬ ତାରିଖ ମଧ୍ୟରାତ୍ରିରେ ସୈଫ ଅଲ୍ଲୀ ଖାନଙ୍କୁ ତାଙ୍କ ବାନ୍ଦ୍ରା ବାସଭବନରେ ଦୁର୍ବୃତ୍ତ ଛୁରାମାଡ଼ କରିଥିଲା । ଆକ୍ରମଣ ପରେ ସୈଫଙ୍କୁ ଜଣେ ସିକ୍ୟୁରିଟି ଗାର୍ଡ ପୁଅ ତୈମୁର ସହିତ ଅଟୋରେ ହସ୍ପିଟାଲ ନେଇଯାଇଥିଲେ । ମହାରାଷ୍ଟ୍ରର ଠାଣେରୁ ପୋଲିସ ଆକ୍ରମଣକାରୀଙ୍କୁ ଗିରଫ କରିଥିଲା ।

ଅଭିଯୁକ୍ତ ବାଂଲାଦେଶର କୁସ୍ତିଯୋଦ୍ଧା ବୋଲି ପୋଲିସ ଜାଣିବାକୁ ପାଇଛି । ସେ ଛୋଟବେଳୁ ନିଜ ଅଞ୍ଚଳରେ କୁସ୍ତିଯୁଦ୍ଧ ଖେଳୁଥିଲା । ସୈଫଙ୍କ ଘରେ ପଶିବା ପୂର୍ବରୁ ସେ ଶାହରୁଖ ଓ ସଲମାନଙ୍କ ଘର ନିକଟରେ ମଧ୍ୟ ରେକି କରିଥିଲା । ଅଭିଯୁକ୍ତ ପ୍ରଥମେ ସୈଫଙ୍କ ଘରୋଇ ସହାୟିକାଙ୍କ ଉପରେ ଆକ୍ରମଣ କରିଥିଲା, ଚିତ୍କାର ଶୁଣି ବଞ୍ଚାଇବାକୁ ଆସିଥିବା ବେଳେ ସୈଫଙ୍କୁ ମଧ୍ୟ ଆକ୍ରମଣ କରିଥିଲା । ପୋଲିସ ଏହି ମାମଲାର ଅଧିକ ତଦନ୍ତ ଜାରି ରଖିଛି

Tags: medicalsaif ali khan
ShareTweetShareSend
Sanchar Live

Sanchar Live

Next Post
ଜାତୀୟ ଶିକ୍ଷା ନୀତି ଅନୁଯାୟୀ ପାଠ୍ୟ ଖସଡ଼ା ପ୍ରସ୍ତୁତ ହେବ : ଧର୍ମେନ୍ଦ୍ର ପ୍ରଧାନ

ଜାତୀୟ ଶିକ୍ଷା ନୀତି ଅନୁଯାୟୀ ପାଠ୍ୟ ଖସଡ଼ା ପ୍ରସ୍ତୁତ ହେବ : ଧର୍ମେନ୍ଦ୍ର ପ୍ରଧାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.