Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜିର ଦିନ ଆପଣଙ୍କ ପାଇଁ କିପରି କଟିବ

Sanchar Live by Sanchar Live
January 23, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜିର ଦିନ ଆପଣଙ୍କ ପାଇଁ କିପରି କଟିବ
0
SHARES
40
VIEWS
FacebookTwitter

ମେଷ : ସ୍ଥଗିତ ରହିଥିବା କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ସବୁ କାମରେ ଆଗୁଆ ରହି କାମ କରିବା ହେତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ । ଅବଶ୍ୟ କଚେରି ମାମଲା, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରୁ ପ୍ରଶଂସିତ ହେବେ ।

ବୃଷ : ମାନସିକ ଚିନ୍ତା ଯୋଗୁ ଆନନ୍ଦ ଉପଭୋଗ କରିପାରିବେ ନାହିଁ । ଅଟକି ରହିଥିବା ବୃତ୍ତିଗତ ଧନ୍ଦାକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି । ନିଜ ଲୋକଙ୍କୁ ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ । ସଭାସମିତି, ଆନୁଷ୍ଠାନିକ କାମ କିମ୍ବା କୌଣସି କର୍ମାରମ୍ଭ କରିବାରେ ବ୍ୟସ୍ତ ରହିବାକୁ ପଡ଼ିପାରେ ।

ମିଥୁନ : ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା କର୍ମକ୍ଷେତ୍ରର ସମସ୍ୟା ସମାଧାନ ଆଶାକୁ ଉଜ୍ଜ୍ୱଳ କରିବ । ବନ୍ଧୁ ସ୍ବାର୍ଥସାଧନ ଲାଗି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଘରୋଇ କଥାରେ ମତପାର୍ଥକ୍ୟ ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଏବଂ ବ୍ୟବସାୟ, ଯାତ୍ରା, ବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ ।

କର୍କଟ : ଶାରୀରିକ ଅସୁସ୍ଥତା ସହ ପାରିବାରିକ ଜୀବନରେ ଭୁଲ୍‌ ବୁଝାମଣା ମାନସିକ ଅଶାନ୍ତିର କାରଣ ହେବ । ଦିନ ଭିତରେ ଯେତିକି ଅର୍ଥ ପାଇବେ, ପ୍ରତିଦାନରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ । କାହାରି କଥାରେ ପଡ଼ି କାମ କଲେ ପରେ ଅନୁତାପ କରିବାକୁ ପଡ଼ିପାରେ । ବାଣିଜ୍ୟ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।

ସିଂହ : ସବୁ ଦିଗରୁ ଭଲ ହେଲେ ମଧ୍ୟ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେଇପାରେ । ନିଜର ଏକାନ୍ତ କେତେକ ବ୍ୟକ୍ତିଗତ ଅପୂର୍ଣ୍ଣତା ମନକୁ ବାରମ୍ବାର ଆଲୋଡ଼ନ କରିବ । ଆର୍ଥିକ ସ୍ଥିତି, କର୍ମକ୍ଷେତ୍ର, ବ୍ୟବସାୟିକ ସ୍ଥିତି, ପାରିବାରିକ ଜୀବନ ଗତାନୁଗତିକ ରୀତିରେ ଗଡ଼ିଚାଲିବ । କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ କ୍ଷେତ୍ର ଉନ୍ନତ ହେବ ।

କନ୍ୟା : ଅର୍ଥ ସଂକଟ ଗୁରୁତ୍ୱପୂର୍ଣ୍ଣ କାମରେ ଅନ୍ତରାୟ ସୃଷ୍ଟି କରିପାରେ । ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ପାଇବା କଷ୍ଟକର ହେବ । ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହୋଇପାରନ୍ତି । କେବଳ କଳା, ସାହିତ୍ୟ, ସଙ୍ଗୀତ, ବ୍ୟବସାୟ, ଯାତ୍ରା ପାଇଁ ବିଶେଷ ଅସୁବିଧା ହେବନାହିଁ ।

ତୁଳା : ଏକ ଭିନ୍ନ ପରିବେଶରେ ପରିସ୍ଥିତି ବଦଳିଯିବ, ଯାହାକି ଆପଣଙ୍କ ସକାଶେ ରୁଚିକର ହୋଇପାରେ । ଅନ୍ୟମାନଙ୍କ ମନଧରି କାମ କଲେ ମଧ୍ୟ ସମ୍ପର୍କୀୟମାନେ ଦୂରେଇ ରହୁଥିବାର ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ସମସ୍ୟା ଯୋଗୁ ବିଚଳିତ ହୋଇପାରନ୍ତି । କଳା, ସାହିତ୍ୟ ଓ ବନ୍ଧୁମିଳନ କ୍ଷେତ୍ରରେ ଆଦୃତ ହେବେ ।

ବିଛା : ବନ୍ଧୁଙ୍କ ବାଧିଲାଭଳି କଥା ଶୁଣି ସବୁ ଆଶା ଓ ଅଭିଳାଷ ମିଳାଇ ଯାଇପାରେ । ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ଫଳରେ ମନ ହାଲୁକା ହୋଇଯିବ । ଦିନଟିରେ ମାତ୍ରାଧିକ ଭ୍ରମଣ ଯୋଗୁ ସାୟାହ୍ନରେ କ୍ଳାନ୍ତି ଅନୁଭବ କରିପାରନ୍ତି । ବୈଷୟିକ କ୍ଷେତ୍ରରେ ଯାହା ଆଶା କରୁଥିଲେ କିଛି ପରିମାଣରେ ଅବଶ୍ୟ ପାଇବେ ।

ଧନୁ : ଦିନଟି ସବୁ ଦିଗରୁ ଭଲରେ ଯିବ, କିନ୍ତୁ ମାନସିକ ସ୍ତରରେ ଚିନ୍ତିତ ରହିପାରନ୍ତି । କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ନିଜର ଭାବାବେଗକୁ ରୋକି ପାରିବେ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ ।

ମକର : ଭାଙ୍ଗି ପଡ଼ିଥିବା ସମ୍ପର୍କକୁ ଯୋଡ଼ିବା ସକାଶେ ଚେଷ୍ଟା କରି ମଧ୍ୟ କିଛି ଲାଭ ପାଇବେ ନାହିଁ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଉନ୍ନତି କରିବେ । ଭିତରେ ଭିତରେ କୁହୁଳୁଥିବା ପାରିବାରିକ ସମସ୍ୟାର ସମାଧାନ କେତେକାଂଶରେ ହୋଇପାରେ । ଯାନବାହନ ଚଳାଚଳ ସମୟରେ ଅନ୍ୟମନସ୍କତା ପରିହାର କରନ୍ତୁ ।

କୁମ୍ଭ : ଯେତେ ପ୍ରକାର ଭାବିଚିନ୍ତି କାମ କଲେ ମଧ୍ୟ ପାରିବାରିକ ପ୍ରତିରୋଧ କେତେକ କାମକୁ ବିଶୃଙ୍ଖଳିତ କରିବ । କର୍ମ କ୍ଷେତ୍ରରେ ସାଧାରଣ ଘଟଣାରେ ବନ୍ଧୁଙ୍କ ସହ କଳହ ଘଟିପାରେ । ସ୍ବାସ୍ଥ୍ୟରେ ଉନ୍ନତି ଘଟିବ, କିନ୍ତୁ ସମ୍ପୂର୍ଣ୍ଣ ନିରାମୟର ଆଶା ତଥାପି ରହିବ । ତଥାପି ଗତକାଲିର ଯୋଜନା ଓ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ ।

ମୀନ : ନିଜର ବ୍ୟବହାରରେ ସଂଯମତା ରକ୍ଷା ନକଲେ ବିବାଦ ଭିତରକୁ ଟାଣି ହୋଇ ପାରନ୍ତି । ଗତକାଲିର କୌଣସି ଘଟଣାକୁ ନେଇ ଆଜି ମନଟା ଭାରାକ୍ରାନ୍ତ ରହିବ । ଶାରୀରିକ ଅସୁସ୍ଥତା ମଧ୍ୟ ଏହାର ଏକ କାରଣ ହେଇପାରେ । କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.