Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

Sanchar Live by Sanchar Live
January 23, 2025
in ଓଡିଶା
0
ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ
0
SHARES
5
VIEWS
FacebookTwitter

ରାଜନଗର : ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ଵ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ । ଆଜିଠୁ ଭିତରକନିକାର ପ୍ରାକୃତିକ ଶୋଭାରାଜିକୁ ବୁଲି ଉପଭୋଗ କରିପାରିବେ । କୁମ୍ଭୀର ଗଣନା ପାଇଁ ଗତ ୧୪ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୯ ଦିନ ଧରି ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିଥିଲା । ଚଳିତବର୍ଷ ଭିତରକନିକା ନଦୀ ନାଳରେ କରାଯାଇଥିବା କୁମ୍ଭୀର ଗଣନା ଅନୁଯାୟୀ ଭିତରକନିକା ରେ ୧୮୨୬ ଟି କୁମ୍ଭୀର ଗଣନା କରାଯାଇଛି ।

ଗତବର୍ଷ ତୁଳନାରେ ୧୫ ଟି କୁମ୍ଭୀର ବୃଦ୍ଧି ପାଇଛି । ଗତବର୍ଷ ୧୮୧୧ ଟି କୁମ୍ଭୀର ଗଣନା କରାଯାଇଥିଲା। ନଦୀ ନାଳ ମାନଙ୍କ ରେ ବୋଟ ଚଳାଚଳ ବନ୍ଦ ହେବା ପରେ ଦିନ ଓ ରାତି ସମୟରେ କୁମ୍ଭୀର ଗଣନା କରାଯାଇଥାଏ । ପର୍ଯ୍ୟଟକ ଆସିଲେ କୁମ୍ଭୀର ଗଣନା ରେ ବାଧା ସୃଷ୍ଟି ହେବାର ଆଶଙ୍କା ଥିବାରୁ ଭିତରକନିକା ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରଖାଯାଇଥାଏ ।

Tags: bhitar kanikaRajnagar
ShareTweetShareSend
Sanchar Live

Sanchar Live

Next Post
ନେତାଜୀ ସୁବାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତ୍ରୀ ଅବସରରେ ବାଲୁକା କଳାରେ ଶୁଭେଛା

ନେତାଜୀ ସୁବାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତ୍ରୀ ଅବସରରେ ବାଲୁକା କଳାରେ ଶୁଭେଛା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.