Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନେତାଜୀ ସୁବାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତ୍ରୀ ଅବସରରେ ବାଲୁକା କଳାରେ ଶୁଭେଛା

Sanchar Live by Sanchar Live
January 23, 2025
in ଓଡିଶା
0
ନେତାଜୀ ସୁବାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତ୍ରୀ ଅବସରରେ ବାଲୁକା କଳାରେ ଶୁଭେଛା
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ନେତାଜୀ ସୁବାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତ୍ରୀ ଅବସରରେ ବାଲୁକା କଳାରେ ଶୁଭେଛା ଦେଲେ ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଏହି ଅବସରରେ ୧୨୮ତମ ନେତାଜୀ ଜୟନ୍ତୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ସୁଦର୍ଶନ । ୫ ଫୁଟ୍ ଉଚ୍ଚ ଓ ୮ ଫୁଟ୍ ଲମ୍ବର ଏକ ରଙ୍ଗୀନ ବାଲୁକାକଳାରେ ସେ ଘୋଡ଼ାରେ ବସିଥିବା ନେତାଜୀଙ୍କ ଏକ ନିଖୁଣ ବାଲୁକା ଚିତ୍ର ପ୍ରସ୍ତୁତ କରିଛନ୍ତି । ଏଥିସହିତ ସଲ୍ଲ୍ୟୁଟ ନେତାଜୀ ଓ ଜୟ ହିନ୍ଦ୍ ର ବାର୍ତ୍ତା ମଧ୍ୟ ଦେଇଛନ୍ତି । ସେଇଭଳି ସ୍ୱାଧୀନତା ସଂଗ୍ରାମୀ ତଥା ବୀର ସୁରେନ୍ଦ୍ର ସାଏଙ୍କୁ ମଧ୍ୟ ସେ ଏକ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବୀର ସୁରେନ୍ଦ୍ର ସାଏଙ୍କ ୨୧୬ ତମ ଜୟନ୍ତୀରେ ସେ ଶୁଭେଛା ଜଣାଇବା ସହ ବୀର ସୁରେନ୍ଦ୍ର ସାଏଙ୍କ ଅବିକଳ ବାଲୁକା ଚିତ୍ର ପ୍ରସ୍ତୁତ କରିଛନ୍ତି ।

Tags: netaji jayantisastri jayanti
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟରେ ରେକର୍ଡ ଭାଙ୍ଗିଲାଣି ତାତି, ଶୀତଦିନେ ଗରମ

ରାଜ୍ୟରେ ରେକର୍ଡ ଭାଙ୍ଗିଲାଣି ତାତି, ଶୀତଦିନେ ଗରମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.