Friday, November 6, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ବାରବାଟୀରେ ମ୍ୟାଚ ଦେଖିବେ ଧର୍ମେନ୍ଦ୍ର, କିଣିଲେ ଟିକେଟ୍

Sanchar Live by Sanchar Live
January 23, 2025
in ଓଡିଶା
0
Oplus_131072

Oplus_131072

0
SHARES
36
VIEWS
Facebook
Twitter

ସଂଚାର ବ୍ୟୁରୋ: ବାରବାଟୀରେ ଅନ୍ତର୍ଜାତୀୟ ମ୍ୟାଚ ପାଇଁ କ୍ରିକେଟ୍ ଫିଭର । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କିଣିଛନ୍ତି ବାରବାଟୀ ଟିକେଟ୍। ଫେବୃଆରୀ ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ଏହି ଅବସରରେ ଆଜି ସମ୍ବଲପୁରରେ ଓଡ଼ିଶା କ୍ରିକେଟ୍ ଆସୋସିଏସନର ସଦସ୍ୟମାନେ ଭେଟିଛନ୍ତି । କ୍ରିକେଟ୍ ମ୍ୟାଚର ଆୟୋଜନ ଓ ବ୍ୟବସ୍ଥା ଉପରେ ଆଲୋଚନା କରିବା ସହ ମ୍ୟାଚର ଟିକେଟ୍ କିଣିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ତାଙ୍କ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ବାରବାଟୀ ମ୍ୟାଚ ପାଇଁ ଟିକେଟ୍ କିଣିଥିଲେ । ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ କାର୍ୟ୍ୟକାରୀ ସଭାପତି ପଙ୍କଜ ମହାନ୍ତି, ସଂପାଦକ ସଞ୍ଜୟ ବେହେରା, ଅନୁଗୁଳ ବିଧାୟକ ତଥା ଆପେକ୍ସ କାଉନ୍‌ସିଲ ସଦସ୍ୟ ପ୍ରତାପ ପ୍ରଧାନ, ଓଡ଼ିଶା ଅଲିମ୍ପିକ ଆସୋସିଏସନର ସଂପାଦକ  ଅଭିଜିତ ପାଲ୍, ପୂର୍ବତନ ବିଧାୟକ ଲଳିଟେନ୍ଦୁ ମହାପାତ୍ର ପ୍ରମୁଖ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମ୍ୟାଚ୍‌ର ପ୍ରଥମ ଟିକେଟ କିଣିଥିଲେ ।

 

Related posts

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

November 6, 2026
ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

November 6, 2026
Tags: barabatidharmendra pradhanindia england match

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.