Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଚଳନ୍ତା ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ

Sanchar Live by Sanchar Live
January 24, 2025
in ଓଡିଶା
0
ଚଳନ୍ତା ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ
0
SHARES
14
VIEWS
FacebookTwitter

ବାଲୁଗାଁ : ବାଲୁଗାଁ ରେଳ ଷ୍ଟେସନରେ ଘଟିଛି ଅଘଟଣ । ଚଳନ୍ତା ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱରରୁ ବେଙ୍ଗାଳୁରୁ ଯାଉଥିବା ପ୍ରଶାନ୍ତି ଏକ୍ସପ୍ରେସରୁ ଓଲ୍ଲାହୁଥିବା ଅବସ୍ଥାରେ ଏପରି ଘଟିଛି ଅଘଟଣ । ଷ୍ଟେସନର ଦକ୍ଷିଣ କ୍ୟାବିନ ନିକଟରେ ଘଟିଛି ଘଟଣା । ଯୁବକ ହେଲେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳର ରୋପଡା ଗ୍ରାମର ସତ୍ୟବାଦୀ ସ୍ୱାଇଁ, ବୟସ ୪୪ ବର୍ଷ ।

ସୂଚନା ଯୋଗ୍ୟ ଡିସେମ୍ବର ୨୭ରେ ଚଳନ୍ତା ଟ୍ରେନ୍ ରୁ ଖସି ମାଆ ଓ ପୁଅ ଗୁରୁତର ହୋଇଥିଲେ । ଢେଙ୍କାନାଳ ଦାଣ୍ଡିମାଳ ଷ୍ଟେସନରେ ଚଳନ୍ତା ଟ୍ରେନ୍ ରୁ ଓହ୍ଲାଇଲା ବେଳେ ଅଘଟଣ ଘଟିଥିଲା । ମା’ପୁଅ ପାସେଞ୍ଜର ଟ୍ରେନ ବଦଳରେ ଭୁଲରେ ପୁରୀ ଦୁର୍ଗ ଏକ୍ସପ୍ରେସରେ ଚଢ଼ି ଯାଇଥିଲେ । ଢେଙ୍କାନାଳ ନିକଟସ୍ଥ ଦାଣ୍ଡିମାଳ ଷ୍ଟେସନରେ ସେମାନଙ୍କର ଓହ୍ଲାଇବାର ଥିଲା । କିନ୍ତୁ ଏକ୍ସପ୍ରେସ ଟ୍ରେନ ହୋଇଥିବାରୁ ସେଠାରେ ଅଟକି ନଥିଲା । ଟ୍ରେନ ନ ଅଟକିବାରୁ ମା’ପୁଅ ବ୍ୟତିବ୍ୟସ୍ତ ହୋଇ ପଡ଼ିଥିଲେ । ପୁଅର ଗୋଡ ବଗିର ଡୋର ନିକଟରେ ଖସି ଯାଇଥିଲା । ପୁଅକୁ ଧରିବାକୁ ଯାଇ ମାଆ ମଧ୍ୟ ଖସି ପଡ଼ିଥିଲେ ।

Tags: Balugaontrain accident
ShareTweetShareSend
Sanchar Live

Sanchar Live

Next Post
ଟଙ୍କା ଭର୍ତ୍ତି ATM ମେସିନ ଟେକି ନେଇଗଲେ ଦୁବୃର୍ତ୍ତ

ଟଙ୍କା ଭର୍ତ୍ତି ATM ମେସିନ ଟେକି ନେଇଗଲେ ଦୁବୃର୍ତ୍ତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.