Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଖରା ସହ ଆକ୍ତାମାକ୍ତା କରିବ ଘନ କୁହୁଡି

Sanchar Live by Sanchar Live
January 25, 2025
in ଓଡିଶା
0
ଖରା ସହ ଆକ୍ତାମାକ୍ତା କରିବ ଘନ କୁହୁଡି
0
SHARES
9
VIEWS
FacebookTwitter

ଖରା ସହ ଆକ୍ତାମାକ୍ତା କରିବ ଘନ କୁହୁଡି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୁନ୍ଦରଗଡ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୨୭ ତାରିଖରେ ବି ଘନ କୁହୁଡି ନେଇ ସୁନ୍ଦରଗଡ, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ରହିବ ଭିଜିବିଲିଟି । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି । ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ଘନ କୁହୁଡି ସହ ଦିନ ଏବଂ ରାତିର ତାପମାତ୍ରା ବୃଦ୍ଧି ହେବ । ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର ଜିଲ୍ଲା ଗୁଡିକରେ ଦିନର ତାପମାତ୍ରା ୩୫ ଡିଗ୍ରୀ ଛୁଇଁପାରେ ।

Tags: hit waveodishaweather report
ShareTweetShareSend
Sanchar Live

Sanchar Live

Next Post
ମୋ ବସ୍-ଟ୍ରକ ମଧ୍ୟରେ ଦୁର୍ଘଟଣା : ୧୦ରୁ ଅଧିକ ଆହତ

ମୋ ବସ୍-ଟ୍ରକ ମଧ୍ୟରେ ଦୁର୍ଘଟଣା : ୧୦ରୁ ଅଧିକ ଆହତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?
  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.