Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି କରୁଛି କଲବଲ

Sanchar Live by Sanchar Live
January 26, 2025
in ଓଡିଶା
0
ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି କରୁଛି କଲବଲ
0
SHARES
5
VIEWS
FacebookTwitter

ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଆଜି ସକାଳୁ ଭୁବନେଶ୍ଵର ସମେତ ଅନେକ ସ୍ଥାନରେ କୁହୁଡି଼ ଦେଖାଦେଇଛି ।  ଏତେ କୁହୁଡ଼ି ଯେ, ୧୦- ୨୦ ମିଟର ପରେ କିଛି ଦିଶୁ ନଥିଲା । ସକାଳୁ ସକାଳୁ କୁହୁଡ଼ିର ମାତ୍ରା ବହୁତ ଅଧିକ ଥିଲା ।  ଚାରିଆଡ଼େ ଧୂଆଁମୟ ।  ମୁହଁକୁ ମୁହଁ ଦେଖିବା ମୁସ୍କିଲ ହୋଇଯାଇଛି ,  କେତେକ ଅଞ୍ଚଳରେ ଗତ ରାତିରୁ ହିଁ କୁହୁଡ଼ି ମାଡି଼ ଆସିଥିଲା  ।  ପାହାଡ଼ିଆ ଅଞ୍ଚଳରେ ଜିରୋ ଭିଜିବିଲିଟି ଯୋଗୁଁ ଯାତାୟାତବେଳେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି । ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ଘନ କୁହୁଡି ସହ ଦିନ ଏବଂ ରାତିର ତାପମାତ୍ରା ବୃଦ୍ଧି ହେବ । ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର ଜିଲ୍ଲା ଗୁଡିକରେ ଦିନର ତାପମାତ୍ରା ୩୫ ଡିଗ୍ରୀ ଛୁଇଁପାରେ ।

Tags: foggweather report
ShareTweetShareSend
Sanchar Live

Sanchar Live

Next Post
କଟକ ବିଡାନାସୀ ମିନି ଷ୍ଟାଡିୟମରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

କଟକ ବିଡାନାସୀ ମିନି ଷ୍ଟାଡିୟମରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.