Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଣଭୋଜି କରିବାକୁ ଆସିଥିଲେ, ଭାସିଗଲେ..

Sanchar Live by Sanchar Live
January 26, 2025
in ଓଡିଶା
0
ବଣଭୋଜି କରିବାକୁ ଆସିଥିଲେ, ଭାସିଗଲେ..
0
SHARES
22
VIEWS
FacebookTwitter

ସଂଚାର ବ୍ୟୁରୋ: ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଗାଧୋଉଥିବା ବେଳେ ଭାସି ଯାଇ ଜଣେ ନିଖୋଜ ହୋଇଛନ୍ତି । ନିଖୋଜ ହୋଇଯାଇଥିବା ବ୍ୟକ୍ତି ଜଣକ ହେଉଛନ୍ତି ବାଲିକୁଦା ଅଞ୍ଚଳ ର ନିତ୍ୟାନନ୍ଦ ଦାସ ଙ୍କ ପୁଅ ବିଶ୍ୱଜିତ(୧୮)  । ଜଗତସିଂହପୁର ଜିଲ୍ଲା ବାଲିକୁଦା ଅଞ୍ଚଳରୁ ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ନିକଟରେ ଥିବା ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡକୁ ରବିବାର ବଣଭୋଜି କରିବାକୁ ଆସିଥିଲେ ଏକ ମୋଟର୍ସ କମ୍ପାନୀର ପ୍ରାୟ ୧୭ ଜଣ କର୍ମଚାରୀ  ।

ସେଠାରେ ବୈତରଣୀ ନଦୀର ଭୀମକୁଣ୍ଡର ଉପରମୁଣ୍ଡରେ ସେମାନଙ୍କ ମଧ୍ୟରୁ କେତେଜଣ ନଦୀ ପାଣିରେ ଗାଧୋଉଥିଲେ  । ଗାଧୋଉଥିବା ସମୟରେ ବିଶ୍ୱଜିତ ନଦୀ ପାଣିରେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି । ଏନେଇ ଅନ୍ୟମାନେ ଠାକୁରମୁଣ୍ଡା ଥାନାକୁ ସୂଚନା ଦେବା ପରେ ଠାକୁରମୁଣ୍ଡା ଅଗ୍ନିଶମ ବିଭାଗ ଓ ଠାକୁରମୁଣ୍ଡା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଅଗ୍ନିଶମ ବିଭାଗ କର୍ମଚାରୀମାନେ ପାଣି ଭିତରେ ପଶି ଖୋଜା ଖୋଜି କରିଥିବା ବେଳେ ସନ୍ଧ୍ୟା ୫.୩୦ ଟା ପର୍ଯ୍ୟନ୍ତ ନିଖୋଜର ସନ୍ଧାନ ପାଇ ନାହାଁନ୍ତି।

Tags: drowningkaranjia
ShareTweetShareSend
Sanchar Live

Sanchar Live

Next Post
ବୁଡ଼ ପକାଇଲେ ଅଖିଳେଶ

ବୁଡ଼ ପକାଇଲେ ଅଖିଳେଶ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.