Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ଚମକିବ ଏହି ସବୁ ରାଶିଙ୍କ ଭାଗ୍ୟ

Sanchar Live by Sanchar Live
January 28, 2025
in ଜୀବନ ଶୈଳୀ
0
ରାଶି ଅନୁସାରେ ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ
0
SHARES
84
VIEWS
FacebookTwitter

ମେଷ : ଆର୍ଥିକ ସ୍ଥିତି ମନ୍ଦ ନ ଥିଲେ ମଧ୍ୟ ପାରିବାରିକ ଅସ୍ଥିରତା ସଙ୍ଗକୁ କେତେକ ଅପୂରଣୀୟ ଅଭିଳାଷ ମନକୁ ବ୍ୟଥିତ କରିପାରେ । ଅଟକିଥିବା କାମ ସକାଶେ ବିଚଳିତ ରହିପାରନ୍ତି । ବାଣିଜ୍ୟ, ପରିବହନ, ମାଲିମକଦ୍ଦମା କ୍ଷେତ୍ରରେ ସମସ୍ୟା ଦୂର ହେବ । ଧାର୍ମିକ ବାତାବରଣରେ ସାମିଲର ସୁଯୋଗ ମିଳିବ ।

ବୃଷ : ଆଜି ଦେହ ସୁସ୍ଥତା ସଙ୍ଗକୁ ପାରିବାରିକ ଓ ସାମାଜିକ ଜୀବନ ପ୍ରୀତିପ୍ରଦ ରହିବ । ଅର୍ଥର ପ୍ରାଚୁର୍ଯ୍ୟ, ଦକ୍ଷତାର ପ୍ରତିଷ୍ଠା ଓ ପ୍ରଶଂସା ସୂଚକ ବିଷୟକୁ ନିନ୍ଦୁକଗୋଷ୍ଠୀଙ୍କୁ ଅସହ୍ୟ ହୋଇପାରେ । ସାଂଗଠନିକ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଇବାରେ ଆପଣଙ୍କର ଭୂମିକା ଶୀର୍ଷରେ ରହିବ ।

ମିଥୁନ : ପରିବାରରେ ମତଭେଦ ହେତୁ ମନରେ ସରସତା ଆଗଭଳି ରହିବ ନାହିଁ । ମାଲିମକଦ୍ଦମାରେ, ବ୍ୟବସାୟରେ, ବିବାଦୀୟ ଘଟଣାରେ ସ୍ଥିତି ଅନୁକୂଳ ହୋଇପାରେ । ବନ୍ଧୁଙ୍କ କଥାକୁ କାନଡେରି ଶୁଣନ୍ତୁ କିନ୍ତୁ ଭାବିଚିନ୍ତି ଆଗକୁ ଗୋଡ ବଢାନ୍ତୁ । ସପ୍ତମାଧିପ ଅଷ୍ଟମସ୍ଥ ଯୋଗୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦେଖାଦେଇପାରେ ।

କର୍କଟ : ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ । ମାଲିମକଦ୍ଦମାର ଫଳାଫଳ ବିପକ୍ଷରେ ଯାଇପାରେ । କର୍ମସମୂହ ଓ ବ୍ୟବସାୟିକ ସ୍ଥିତିକୁ ସୁଦୃଢ଼ କରିବ । ବିଚାରବୁଦ୍ଧି ପ୍ରୟୋଗକରି କାର୍ଯ୍ୟହାସଲ କରିବେ ।

ସିଂହ : ବନ୍ଧୁମିଳନରେ ଅନ୍ତରଙ୍ଗ ଆଳାପ ମନକୁ ଆମୋଦିତ କରିବ । ପୂର୍ବରାଗକୁ ଶୁଝାଇବାକୁ ଯାଇ ଆତ୍ମୀୟମାନେ ଶତ୍ରୁତା କରିପାରନ୍ତି । ସଭାସମିତିରେ ମନକୁ ନ ପାଇଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ନିଜ ପରିସରର ବ୍ୟକ୍ତିଙ୍କ ସାହାଯ୍ୟକ୍ରମେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ।

କନ୍ୟା : କୌଣସି କାର୍ଯ୍ୟାରମ୍ଭରେ ଆଶାନୁରୂପ ସାହାଯ୍ୟ ମିଳି ନ ପାରେ । ଦୈହିକ ସ୍ଥିତି ସେତେଟା ଅନୁକୂଳ ନ ରହିଲେ ମଧ୍ୟ ମନୋବଳ ଦୃଢ ରହିବ । ଆଜି କୌଣସି ବିବାଦୀୟ କ୍ଷେତ୍ରରେ ବେଶି ସମୟ ରହିବା ଠିକ୍‌ ହେବନାହିଁ । ବାଣିଜ୍ୟ ବ୍ୟବସାୟ ଟେନସନଯୁକ୍ତ ରହିଲେ ମଧ୍ୟ ଆର୍ଥିକ ସ୍ଥିତି ମନ୍ଦ ହେବନି ।

ତୁଳା : ସ୍ବାସ୍ଥ୍ୟ ଠିକ୍‌ ରହିଲେ ମଧ୍ୟ କାମଗୁଡିକ ବିଶୃଙ୍ଖଳିତ ଅବସ୍ଥାରେ ରହିବ । ବନ୍ଧୁଙ୍କ ରୁକ୍ଷ ବ୍ୟବହାର ଓ ଅସମ୍ମାନଜନକ କଥା ମନକୁ ବେଶି ବାଧିବ । ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣା ଯୋଗୁଁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ତଥାପି ସମସ୍ୟାର ସରଳ ସମାଧାନ କରିପାରିବେ ।

ବିଛା : ସ୍ବାସ୍ଥ୍ୟ ଭଲ ରହିବା ସହ ବାହାର ଦୁନିଆରେ ଅନ୍ୟମାନଙ୍କ ଦୃଷ୍ଟିରେ ଭଲ ରହିବ । କିନ୍ତୁ ମାନସିକ ଅବସ୍ଥା ସେତେ ଭଲ ରହି ନ ପାରେ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିବାର ସୂଚନା ରହିଛି । ସମ୍ପର୍କୀୟ ଭାଇ, ବନ୍ଧୁ, କୁଟୁମ୍ବମାନେ କ୍ରମଶଃ ନରମ ମନୋଭବ ପୋଷଣ କରିପାରନ୍ତି ।

ଧନୁ : ଆଗାମୀ ଆନୁଷ୍ଠାନିକ କାର୍ଯ୍ୟକ୍ରମ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାକୁ ମନସ୍ଥ କରିପାରନ୍ତି । ବନ୍ଧୁଙ୍କ ସାହାଯ୍ୟରେ କାମଗୁଡିକ ସୁବିଧାରେ ସମ୍ପନ୍ନ ହେବ । କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପାରନ୍ତି । ବ୍ୟବସାୟିକ ସ୍ଥିତି ଭଲ ରହିବା ସହ ଋଣ ପରିଶୋଧରେ ସଫଳ ହେବେ ।

ମକର : ଆଜି କଳା, ସାହିତ୍ୟ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ । ଆର୍ଥିକ ଦୂରବସ୍ଥା କାର୍ଯ୍ୟଧାରାର ଗତିରୋଧ କରିବା ଆଶଙ୍କା ଦେଖାଦେଇପାରେ । ପ୍ରିୟଜନଙ୍କ ସାନ୍ନିଧ୍ୟରୁ ଖୁସି ଅନୁଭବ କରିବେ । ବ୍ୟବସାୟ, ପ୍ରଶାସନ, ସଭାସମିତି, ଯାତ୍ରା, ବନ୍ଧୁ ସମ୍ପର୍କ ପ୍ରାୟତଃ ମନ୍ଦ ହେବନି ।

କୁମ୍ଭ : ପରିବାରରେ ସନ୍ତାନ ମାନଙ୍କ ବିଶୃଙ୍ଖଳିତ ଆଚରଣ ଯୋଗୁ ଅଶାନ୍ତ ରହିବେ । ଜମିଜମା କାରବାର,ଗୃହ ନିର୍ମାଣ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ର କିଛି ଖୁସି ଖବର ମିଳିବ । ଆଲୋଚନା ସମୟରେ ବନ୍ଧୁଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିପାରନ୍ତି । କର୍ମକ୍ଷେତ୍ର ପୂର୍ବବତ୍‌ ଚାଲୁରହିବ ଏବଂ ବିଶେଷ ଅସୁବିଧା ରହିବ ନାହିଁ ।

ମୀନ : ପ୍ରିୟ ବନ୍ଧୁ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ଯୋଡ଼ି ହୋଇଯିବ । ପିଲାଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ପଦସ୍ଥବ୍ୟକ୍ତିଙ୍କ ସହାୟତାରେ ଶିଳ୍ପ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ । ପ୍ରକାଶନ କ୍ଷେତ୍ର, ସାମ୍ବାଦିକତା, ସଭାସମିତି, ପ୍ରଶାସନିକ ଆଲୋଚନା ଫଳପ୍ରଦ ହୋଇପାରେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ

ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.