Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି କିପରି କଟିବ

Sanchar Live by Sanchar Live
January 31, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜିର ଦିନ ଆପଣଙ୍କ ପାଇଁ କିପରି କଟିବ
0
SHARES
20
VIEWS
FacebookTwitter

ମେଷ : କର୍ମକ୍ଷେତ୍ରରେ ଯାହା କରିବେ ଭଲ ରୂପେ ଭାବି ଚିନ୍ତି କାମ କରିବା ଭଲ ହେବ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ସଭାସମିତିରେ ସତ୍ୟ କଥା ପ୍ରକାଶ କରି ମଧ୍ୟ ଅପମାନିତ ହୋଇପାରନ୍ତି । ପରିବାରରେ ସନ୍ତାନହେତୁକ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ ।

ବୃଷ : ଯେଉଁ କାମ ବିଷୟରେ ଚିନ୍ତା କରୁଛନ୍ତି ସେଥିରେ ଅସୁବିଧା ରହିବ ନାହିଁ । ପାରିବାରିକ କ୍ଷେତ୍ର ମଧ୍ୟ ସହୃଦୟତାପୂର୍ଣ୍ଣ ରହିବ । ମନ ବୁଝିଲା ଭଳି କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେବେ । ବାଣିଜ୍ୟ, ପରିବହନ, ନିର୍ମାଣ, ଆନୁଷ୍ଠାନିକ କାମ, ସଭାସମିତି ତଥା ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ ।

ମିଥୁନ : ମନକୁ ଶିଥିଳତା କରି ସମସ୍ୟା ସମାଧାନରେ ସହାୟକ ହେବ । ଭାଇ,ବନ୍ଧୁ,ସହକର୍ମୀ କିମ୍ବା ଯାତ୍ରାକାଳୀନ ବନ୍ଧୁଙ୍କ ସହ ସୁସମ୍ପର୍କ ସୃଷ୍ଟି ହୋଇପାରେ । ଈର୍ଷାପରାୟଣ ବନ୍ଧୁମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ସଭା ସମିତିରୁ ପ୍ରଶଂସିତ ହେବେ ।

କର୍କଟ : ଅବହେଳାଜନିତ କର୍ମକ୍ଷେତ୍ରରେ କୈଫିୟତ୍‌ ଦେବାକୁ ପଡ଼ିପାରେ । କଳା, ସାହିତ୍ୟ. ସାମ୍ବାଦିକତା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଶତ୍ରୁମାନେ ପରୋକ୍ଷରେ ବହୁତ କହିବେ ସିନା କିଛି କରି ପାରିବେ ନାହିଁ । ଶିକ୍ଷା, ପରୀକ୍ଷା, ଇଣ୍ଟରଭ୍ୟୁ ଓ ଲେଖାପଢ଼ାରୁ ଶୁଭଫଳ ପାଇବେ ।

ସିଂହ : ଆଜି ଆପଣ କିଛି ନୂଆ କାମ ଆରମ୍ଭ କରିବେ, ଯାହା ଆପଣଙ୍କ ପାଇଁ ବେଶ ଖୁସି ଆଣିବ । ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବାରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ । ପରିସ୍ଥିତି ଯାହା ହେଉନା କାହିଁକି ଆପଣ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହୋଇପାରନ୍ତି ।

କନ୍ୟା : କର୍ମକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ପୂର୍ବରୁ ଚିନ୍ତା କରିବା ଭଲ । ବନ୍ଧୁଙ୍କ ସମ୍ଭାବ୍ୟ ସାହାଯ୍ୟ କିମ୍ବା ପରାମର୍ଶ ପାଇପାରିବେ । ରାଜନୀତି, ଆନୁଷ୍ଠାନିକ କାମ ଓ ସଭାସମିତିରେ ସଫଳତା ହାସଲ କରିବେ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ବିବାଦୀୟ ପରିସ୍ଥିତି କ୍ଷେତ୍ରରେ ସଫଳତା ହାସଲ କରିବେ ।

ତୁଳା : ଆଜି ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି, ତାହା ବ୍ୟତିକ୍ରମ ଭିତରେ ସଫଳ ହେବ । ପାରିବାରିକ ସ୍ଥିତିରେ ଉନ୍ନତି ହୋଇପାରେ । ଭୁଲ୍‌ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ବେପାର ଓ ପରିବହନରେ ସମସ୍ୟା ଲାଗି ରହିବା ଯୋଗୁ ବ୍ୟସ୍ତ ରହିବେ ।

ବିଛା : ମନ ଅନୁଯାୟୀ କାମ କରିବାରେ କୌଣସି ଅସୁବିଧା ହେବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ, ସଭା ସମିତିରେ ତଥା ସାମାଜିକ ସ୍ତରରେ ସମ୍ମାନ ଲାଭ କରିିପାରନ୍ତି । ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାକୁ ପଡ଼ିପାରେ । ପଦସ୍ଥ ବ୍ୟକ୍ତିଙ୍କ ସହ ବିବାଦୀୟ ସ୍ଥିତିର ଆଲୋଚନାରେ ସମୟ କଟାଇପାରନ୍ତି ।

ଧନୁ : କର୍ମକ୍ଷେତ୍ରରେ ଯେତେ ପ୍ରକାର ଭଲ କାମ କଲେ ମଧ୍ୟ ପ୍ରଶଂସାସୂଚକ ଅଭିବ୍ୟକ୍ତି ପାଇବେ । ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହୋଇପାରିବ ନାହିଁ । ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାର ସୂଚନା ରହିଛି । କିନ୍ତୁ ବନ୍ଧୁମାନଙ୍କ ସହ ସମ୍ପର୍କରେ ଉନ୍ନତି ଯୋଗୁ ଖୁସି ରହିପାରନ୍ତି ।

ମକର : ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମକଲେ ସଫଳତା ପାଇବେ । ମୂଳା ନକ୍ଷତ୍ର ସବୁକଥାକୁ ହାଲୁକା ଭାବେ ନେଲେ କ୍ଷତିରେ ପଡ଼ିବେ । ବ୍ୟବସାୟ ଭଲ ହେବ। କଠିନଶ୍ରମ ଓ ପରିଶ୍ରମ ହେତୁ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇପାରେ ।

କୁମ୍ଭ : ଆଜିର ଯାତ୍ରା, ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମରେ ସଫଳତା ନିଶ୍ଚିତ । ନିଜ ଲୋକଙ୍କୁ ଭୁଲ୍‌ ବୁଝିବା ସାଙ୍ଗକୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି । କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ସମାଧାନ କରିବାରେ ସଫଳ ହେବେ । ସ୍ବାସ୍ଥ୍ୟ ପ୍ରତି ଧ୍ୟାନଦେଇ କାମକରିବା ଭଲ ହେବ ।

ମୀନ : ପୂର୍ବ ସ୍ଥିରୀକୃତ ଯୋଜନା ଅନୂଯାୟୀ କର୍ମରେ ପ୍ରବୃତ୍ତ ହୋଇ ସଫଳତା ହାସଲ କରିବେ । ପାଖରେ ନ ଥିବା ଜିନିଷଟି ପାଇଁ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢ଼ିବାର ସମ୍ଭାବନା ରହିଛି । ପାରିବାରିିକ କ୍ଷେତ୍ର ବୁଝାମଣା ଭିତିରେ ଶୃଙ୍ଖଳିତ ରହିବ । ଈର୍ଷାପରାୟଣ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ସଂସଦର ବଜେଟ ଅଧିବେଶନ

ଆଜିଠୁ ସଂସଦର ବଜେଟ ଅଧିବେଶନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.