Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଆଜିଠୁ ସଂସଦର ବଜେଟ ଅଧିବେଶନ

Sanchar Live by Sanchar Live
January 31, 2025
in ଭାରତ
0
ଆଜିଠୁ ସଂସଦର ବଜେଟ ଅଧିବେଶନ
0
SHARES
6
VIEWS
FacebookTwitter

ନୂଆଦିଲ୍ଲୀ: ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଯାଉଛି ସଂସଦର ବଜେଟ୍‌ ଅଧିବେଶନ। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ସଦନକୁ ସମ୍ବୋଧିତ କରିବା ପରେ ଏହି ଅଧିବେଶନ ଆରମ୍ଭ ହେବା ସହିତ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହେବ। ଫେବ୍ରୁଆରୀ ୧ ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିବେ। ଦରବୃଦ୍ଧି, ବେକାରୀ ଏବଂ ଚାଷୀ ସମସ୍ୟାକୁ ନେଇ ପୂର୍ବରୁ ବିରୋଧୀ କେନ୍ଦ୍ର ସରକାରଙ୍କୁ ଘେରିଥିଲା ବେଳେ ଏହି ବଜେଟର ରୂପରେଖ କିଭଳି ହେବ ତାହାକୁ ନେଇ ଆଲୋଚନା ଆରମ୍ଭ ହୋଇଯାଇଛି। ତେବେ ଏହି ଅଧିବେଶନରେ ଦରବୃଦ୍ଧି, ଚାଷୀ ସମସ୍ୟା ଏବଂ ମହାକୁମ୍ଭ ଦୁର୍ଘଟଣାକୁ ନେଇ ବିରୋଧୀ କେନ୍ଦ୍ରକୁ ଘେରିବାକୁ ପ୍ରସ୍ତୁତ ହୋଇଛନ୍ତି। କେନ୍ଦ୍ର ସରକାର ଏହି ଅଧିବେଶନରେ ୱାକଫ୍ ବିଲ ସଂପର୍କରେ ସଂସଦୀୟ ଯୁଗ୍ମ କମିଟି (ଜେପିସି) ଦେଇଥିବା ରିପୋର୍ଟ ଗୃହରେ ଉପସ୍ଥାପନ କରିବା ପରେ ଏକ ନୂଆ ବିଲ୍‌ ଆଣିପାରନ୍ତି ବୋଲି କୁହାଯାଉଛି।

ଏହି ବିଲକୁ ନେଇ ମଧ୍ୟ ସଂସଦ ସରଗରମ ରହିବ। କାରଣ ଜେପିସି ୱାକଫ୍‌ ବିଲକୁ ଅନୁମୋଦନ ଦେଇଥିଲେ ହେଁ ଏହି ବିଲ୍‌ର ବିଭିନ୍ନ ଦିଗକୁ ଦୃଷ୍ଟିରେ ରଖି ବିରୋଧୀଙ୍କ ପକ୍ଷରୁ ଦିଆଯାଇଥିବା ୪୪ଟି ସଂଶୋଧନ ପ୍ରସ୍ତାବକୁ ଜେପିସି ଅଗ୍ରାହ୍ୟ କରିଦେଇଥିଲା ବେଳେ ଏନଡିଏ ପକ୍ଷରୁ ଦିଆଯାଇଥିବା ୧୪ଟି ପ୍ରସ୍ତାବକୁ ଗ୍ରହଣ କରିଥିଲା। ଏହାକୁ ନେଇ ବିରୋଧୀ କେନ୍ଦ୍ର ସରକାରଙ୍କୁ ନିଶାଣ କରିବେ ବୋଲି କୁହାଯାଉଛି। ଇତିମଧ୍ୟରେ ଗୁରୁବାର ଜେପିସି ପକ୍ଷରୁ ଲୋକସଭାରେ ୱାକଫ୍‌ ରିପୋର୍ଟ ଦାଖଲ କରାଯାଇଛି। ୱାକଫ ସମେତ କେନ୍ଦ୍ର ସରକାର ଏହି ଅଧÒବେଶନରେ ୧୬ଟି ବିଲ୍‌ ଆଣିବାକୁ ଯାଉଛନ୍ତି।

ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ବଜେଟ୍‌ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ ରୁ ଫେବୃଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହାପରେ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ତାରିଖ ଯାଏ ଚାଲିବ। ମଧ୍ୟବର୍ତ୍ତୀକାଳୀନ ଅବସର ସମୟରେ ବିଭିନ୍ନ ମନ୍ତ୍ରାଳୟର ଷ୍ଟାଣ୍ଡିଂ କମିଟି ବୈଠକ ସହିତ ‘ ଏକ ରାଷ୍ଟ୍ର ଏକ ନିର୍ବାଚନ’ ବିଲକୁ ନେଇ ମଧ୍ୟ ଆଉ ଏକ ଯୁଗ୍ମ ସଂସଦୀୟ କମିଟି ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି।

Tags: budget sessionparliament
ShareTweetShareSend
Sanchar Live

Sanchar Live

Next Post
ଆଜି ଭାରତ ଓ ଇଂଲଣ୍ଡ ଚତୁର୍ଥ ଟ୍ବେଣ୍ଟି-୨୦

ଆଜି ଭାରତ ଓ ଇଂଲଣ୍ଡ ଚତୁର୍ଥ ଟ୍ବେଣ୍ଟି-୨୦

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.