Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଗିରଫ ହେଲେ କୁବେର ଆଇଟିଡିଏ ଅଧିକାରୀ

Sanchar Live by Sanchar Live
January 31, 2025
in ଅପରାଧ
0
ଗିରଫ ହେଲେ କୁବେର ଆଇଟିଡିଏ ଅଧିକାରୀ
0
SHARES
7
VIEWS
FacebookTwitter

ସୁନ୍ଦରଗଡ଼: ଗିରଫ ହେଲେ କୁବେର ଆଇଟିଡିଏ ଅଧିକାରୀ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା-ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ବିଶ୍ବଦର୍ଶୀ ସାହୁଙ୍କୁ ବାନ୍ଧିଲା ଭିଜିଲାନସ । ଗିରଫ ପରେ ସୁନ୍ଦରଗଡ଼ ସ୍ବତନ୍ତ୍ର କୋର୍ଟ ଚାଲାଣ କରାଯାଇଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ ।

ବିଶ୍ବଦର୍ଶୀ ସାହୁଙ୍କ ଭୁବନେଶ୍ବରରେ ଗୋଟିଏ ବହୁ ତଳ କୋଠା, ୨ଟି ଫ୍ଲାଟ ରହିଛି ।  ଗୋଟିଏ ଫ୍ଲାଟ କିଣିବା ପାଇଁ ସେ ଦେଢ଼ କୋଟି ଟଙ୍କା ଅଗ୍ରୀମ ଦେଇଥିଲେ ।  ଭୁବନେଶ୍ବର ଓ ପୁରୀରେ ବିଶ୍ବଦର୍ଶୀ ସାହୁଙ୍କ ୯ଟି ବହୁ ମୂଲ୍ୟ ପ୍ଲଟ ଠାବ ହୋଇଛି । ରେଡ ବେଳେ୧୫୦ ଗ୍ରାମ ସୁନା , ନଗଦ ୪ ଲକ୍ଷ ୫୧ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ।

ବିଭିନ୍ନ ବ୍ୟାଙ୍କ ଓ ବୀମାରେ ତାଙ୍କର ରହିଛି ୬୧ଲକ୍ଷରୁ ଅଧିକ ଟଙ୍କାର ଜମା। ବାବୁଙ୍କ ବିପୁଳ ସଂପତ୍ତି ଦେଖି ଭିଜିଲାନସ ଅଧିକାରୀ ତାଜୁବ। ଏହା ସହ ତାଙ୍କ ପତ୍ନୀଙ୍କ ନାଁରେ ବାପୁଜୀ ନଗର ଏସବିଆଇ ଶାଖାରେ ଏକ ଲକର ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ନେଇ ବିଶ୍ବଦର୍ଶୀ ସାହୁଙ୍କ ନାଁରେ ରାଉରକେଲା ଭିଜିଲାନସରେ ଏକ ମାମଲା ରୁଜୁ ହୋଇଛି ।

Tags: bonaiitdavigilanceraid
ShareTweetShareSend
Sanchar Live

Sanchar Live

Next Post
ଆଗାମୀ ୪ ରୁ ୫ ଦିନ ଯାଏଁ ବଢିବ ତାପମାତ୍ରା

ଆଗାମୀ ୪ ରୁ ୫ ଦିନ ଯାଏଁ ବଢିବ ତାପମାତ୍ରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.