Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାପାର ମୃତଦେହ ଧରି ଫେରୁଥିଲେ, ଦୁର୍ଘଟଣାରେ ଚାଲିଗଲା ପୁଅ, ଜ୍ୱାଇଁଙ୍କ ଜୀବନ

Sanchar Live by Sanchar Live
February 1, 2025
in ଓଡିଶା
0
ବିଦ୍ୟୁତ୍ ଖୁଣ୍ଟକୁ ପିଟିଲା ବୋଲେରୋ: ୨ ମୃତ, ୨ ଗୁରୁତର
0
SHARES
25
VIEWS
FacebookTwitter

ଭଦ୍ରକ: ଡମ୍ଫରକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଚାଲିଗଲା ୩ ଜୀବନ। ଜଣେ ଗୁରୁତର। ୧୬ ନମ୍ବର ଜାତୀୟ ରାଜପଥ ଚରମ୍ପା ନିକଟରେ ଡମ୍ଫରକୁ ପଛରୁ ଆମ୍ବୁଲାନ୍ସ ଧକ୍କା ଦେବା ପରେ ଏହି ଦୁର୍ଘଟଣା ଘଟିଛି। । ବାପାଙ୍କ ମୃତଦେହ ନେଇ ଫେରୁଥିବାବେଳେ ଅଘଟଣ । ପୁଅ, ଭିଣୋଇ ଓ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ବୋହୂ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି । ସମସ୍ତ ମୃତାହତ ବାଲେଶ୍ୱର ଭୋଗରାଇ ଅଞ୍ଚଳର ବୋଲି ଜଣାପଡିଛି। ଭୁବନେଶ୍ୱରର ଏକ ମେଡିକାଲରୁ ବାପାଙ୍କ ମୃତଦେହ ଧରି ଘରକୁ ଫେରୁଥିଲେ । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

Tags: accidentbhadrak
ShareTweetShareSend
Sanchar Live

Sanchar Live

Next Post
ବଜେଟରେ ମଧ୍ୟବିତ୍ତଙ୍କୁ ଆଶ୍ବସ୍ତି

ବଜେଟରେ ମଧ୍ୟବିତ୍ତଙ୍କୁ ଆଶ୍ବସ୍ତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.