Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ରଥଯାତ୍ରା ପାଇଁ ରଥକାଠ ହେବ ଅନୁକୂଳ

Sanchar Live by Sanchar Live
February 2, 2025
in ଓଡିଶା
0
ଆଜି ରଥଯାତ୍ରା ପାଇଁ ରଥକାଠ ହେବ ଅନୁକୂଳ
0
SHARES
4
VIEWS
FacebookTwitter

ପୁରୀ: ଆଜି ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥି ।  ଏହି ପବିତ୍ର ତିଥିରେ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ ।  ବିଶ୍ୱ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ଆଜି ହେଉଛି ପ୍ରଥମ ପର୍ବ ।  ପରମ୍ପରା ମୁତାବକ ମହାପ୍ରଭୁଙ୍କ ରଥନିର୍ମାଣ ପାଇଁ ଆସିଥିବା କାଠ ରଥଖଳାରେ ଆଜି ଅନୁକୁଳ ହେବ ।  ଏଥିଲାଗି ରଥଖଳାକୁ ପରିସ୍କାର କରାଯିବା ସହ ତିନି ରଥର ତିନୋଟି ଧଉରା କାଠକୁ ରଖାଯାଇଛି।

ଆଜି ସ୍ୱତ୍ରୀୟ ବ୍ରାହ୍ମଣ ଓ ରାଜଗୁରୁ ବନଜାଗ ପଦ୍ଧତିରେ ମନ୍ତ୍ର ଉଚ୍ଚାରଣ କରି ପୂଜା କରିବେ।  ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ ।  ତେବେ ଆସନ୍ତା ରାମନବମୀ ତିଥିରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବା ସହ ଆସନ୍ତା ଅକ୍ଷୟ ତୃତୀୟା ଦିନ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ।

ସେପଟେ ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ପଦ୍ମ ବେଶ ଦର୍ଶନ କରୁଛନ୍ତି ଭକ୍ତ । ଗତକାଲି ମହାପ୍ରଭୁ ବଡ଼ ସିଂହାର ବେଶରେ ପଦ୍ମବେଶ କୁ ଧାରଣ କରି ଶୟନ କରିଥିଲେ ଆଜି ମହାପ୍ରଭୁଙ୍କ ଏହି ଦୁର୍ଲଭ ପଦ୍ମବେଶ କୁ ଅବକାଶ ନୀତି ପର୍ଯ୍ୟନ୍ତ ଦର୍ଶନ କରିବେ ଭକ୍ତ ।

Tags: puriratha jatra
ShareTweetShareSend
Sanchar Live

Sanchar Live

Next Post
ଦୁଇ ଜଣଙ୍କୁ ଦଳି ଚକଟି ଦେଲେ ଦନ୍ତା

ଦୁଇ ଜଣଙ୍କୁ ଦଳି ଚକଟି ଦେଲେ ଦନ୍ତା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.