Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବର୍ଣ୍ଣବୋଧର ନୂଆ ଶୋଭନ ସଂସ୍କରଣକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
February 2, 2025
in ଓଡିଶା
0
ବର୍ଣ୍ଣବୋଧର ନୂଆ ଶୋଭନ ସଂସ୍କରଣକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
0
SHARES
16
VIEWS
FacebookTwitter

ଭୁବନେଶ୍ୱର :  ବର୍ଣ୍ଣବୋଧର ନୂଆ ଶୋଭନ ସଂସ୍କରଣ କୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଓଡ଼ିଆ ବର୍ଣ୍ଣବୋଧର ଅବିକଳ ଶୋଭନ ସଂସ୍କରଣର ଶୁଭ ଉନ୍ମୋଚନ ହୋଇଛି । ଭକ୍ତ କବି ମଧୁସୂଦନ ରାଓଙ୍କ ପୁଣ୍ୟ ଜନ୍ମତିଥି ଅବସରରେ ତାଙ୍କ ରଚିତ ବର୍ଣ୍ଣବୋଧ ଅବିକଳ ଶୋଭନ ସଂସ୍କରଣ ଉନ୍ମୋଚନ କରିଛନ୍ତି  । ଏହା ସହ ଓଡ଼ିଆ ବର୍ଣ୍ଣବୋଧ ଡିଜିଟାଲ ସଂସ୍କରଣକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ମା ମାତୃଭୂମି, ମାତୃଭାଷା ସବୁଠୁ ବଡ ପରିଚୟ। ଏହାକୁ ଯିଏ ହତାଦର କରେ ସେ ମନୁଷ୍ୟ ପଦବାଚ୍ୟ ନୁହେଁ  ।

ମା ମାତୃଭୂମି, ମାତୃଭାଷାକୁ ନେଇ ସମସ୍ତେ ଗର୍ବ କରିବା ଉଚିତ୍ । ଓଡ଼ିଆ ଭାଷାର ସ୍ୱତନ୍ତ୍ରତା ଏକ ସମୟରେ ହଜିଯାଇଥିଲା କହିଲେ ଅତ୍ୟୁକ୍ତି ହେବ ନାହିଁ ।  ଓଡ଼ିଶାକୁ ଭାଗ ଭାଗ କରି ବିଭିନ୍ନ ପ୍ରଦେଶରେ (ପ୍ରେସିଡେନ୍ସି) ମିଶାଇ ଦିଆଯାଇଥିଲା । ଓଡ଼ିଆ ଭାଷା ଓ ହତଗୌରବ ଫେରାଇ ଆଣିବାକୁ ନେତୃତ୍ୱ ନେଇଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ। ଓଡ଼ିଆ ଅସ୍ମିତା କଥା ଆସିଲେ ମନ ଆନ୍ଦୋଳିତ ହେଉଛି । ସ୍ବାଧୀନତାର ଏତେ ଦିନ ପରେ ଆଜି ଓଡ଼ିଆ ଅସ୍ମିତା ସଙ୍କଟ କଥା କାହିଁକି ଆସିଲା । ନୂଆ ସରକାର ଆସିବା ପରେ ଓଡ଼ିଆ ଅସ୍ମିତାକୁ ଆଗକୁ ନେବାକୁ ପ୍ରୟାସ କରାଯାଉଛି। ବର୍ଣ୍ଣବୋଧ କୁ ଆଗକୁ ନେବାକୁ ହେଲେ ସାମାଜିକ, ଆର୍ଥିକ ଓ ଶୈଖିକ ସ୍ଥିତି ଜାଣିବାକୁ ପଡ଼ିବ ।

ବର୍ଣ୍ଣବୋଧର ଭାଷା ଅତ୍ୟନ୍ତ ସହଜ ଓ ସରଳ ଥିଲା। କମ ସମୟରେ ବହିଟି ବହୁତ ଆଦୃତ ହୋଇଥିଲା ।

ନୂଆ ସଂସ୍କରଣର ପ୍ରଥମ ପୃଷ୍ଠାରେ ଚିତ୍ରଣ ହୋଇଥିବା ହରିଣ ଚିତ୍ରକୁ ନେଇ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି କି ବର୍ଣ୍ଣବୋଧରେ ବିଲେଇ ଆସିବା ପୂର୍ବରୁ ହରିଣ ଥିଲା । ୧୯୦୧ ମସିହାରେ ୧ ଅଣାରେ ବର୍ଣ୍ଣବୋଧ ଲେଖା ଯାଇଥିଲା। ସେଥିରେ ହରିଣ ଚିତ୍ର ଥିଲା। ବହିର ପ୍ରଥମ ପୃଷ୍ଠା କୁ ସ୍ବତନ୍ତ୍ରତା ଦିଆଯାଇଛି । ଏଥିରେ କୌଣସି ନୂଆ ନାହିଁ। ଓଡ଼ିଆ ଅସ୍ମିତା ରଖାଯାଇଛି। ପୁଣି ପୁରୁଣା ଅବସ୍ଥାକୁ ଆମେ ଫେରିଛନ୍ତି। ଛବିଳ ମଧୁ ବର୍ଣ୍ଣବୋଧରେ ମଧୁ ଥିଲେ କିନ୍ତୁ ଏଥିରେ ମଧୁ ନାହାନ୍ତି । ଏଥିରେ ଓଡ଼ିଆ ଅସ୍ମିତା ପ୍ରାଥମିକତା ଦିଆଯାଇଛି। ଆଗକୁ ଯିବା ବଦଳରେ ଆମେ ୧୯୦୧ କୁ ଫେରିଛୁ । ଏଥିରେ ବି ସରଳତା ଓ ବୋଧଗମ୍ୟତା ରହିଛି । ୧୩୦ ବର୍ଷ ପରେ ଏହାର ବିକଳ୍ପ ନାହିଁ । ପୁରୁଣାର ମୌଳିକତାକୁ ନଷ୍ଟ ନ କରି ନିର୍ଭୁଲ ଭାବେ ନୂଆ ସଂସ୍କରଣ ଅଣାଯାଇଛି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ନୂଆ ସଂସ୍କରଣ ଅଣାଯାଇଛି ।  ଚଳିତ ବର୍ଷ ୧୦ ହଜାର ପୁସ୍ତକ ଛପାଯିବ ।

Tags: barnabodhamohanmajhi
ShareTweetShareSend
Sanchar Live

Sanchar Live

Next Post
୫ମ ଟି-୨୦ରେ ଭାରତର ବଡ଼ ବିଜୟ

୫ମ ଟି-୨୦ରେ ଭାରତର ବଡ଼ ବିଜୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.