Monday, November 2, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ରାଜନୀତି

ଓଡି଼ଆ ନୂଆ ବର୍ଷ ପୂର୍ବରୁ ସରିବ ବିଜେଡି ସାଂଗଠନିକ ନିର୍ବାଚନ

Sanchar Live by Sanchar Live
February 3, 2025
in ରାଜନୀତି
0
0
SHARES
14
VIEWS
Facebook
Twitter

Related posts

ନଭେମ୍ବର ୧୮ରୁ ପୁଣି କମ୍ପିବ ବିଧାନସଭା

ନଭେମ୍ବର ୧୮ରୁ ପୁଣି କମ୍ପିବ ବିଧାନସଭା

October 29, 2026
ତିଖିରି ସରପଞ୍ଚ ଚାମେଲୀ ଓଝାଙ୍କୁ ହାଇକୋର୍ଟଙ୍କ ଆଶ୍ଵସ୍ତି

ତିଖିରି ସରପଞ୍ଚ ଚାମେଲୀ ଓଝାଙ୍କୁ ହାଇକୋର୍ଟଙ୍କ ଆଶ୍ଵସ୍ତି

October 28, 2026

ଓଡି଼ଆ ନୂଆ ବର୍ଷ ପୂର୍ବରୁ ସରିବ ବିଜେଡି ସାଂଗଠନିକ ନିର୍ବାଚନ । ଆଜି ବସିଥିବା ସମନ୍ବୟ କମିଟି ବୈଠକ ପରେ ଏହି ସୂଚନା ଦେଇଛନ୍ତି ବରିଷ୍ଠ ବିଜେଡି ନେତା ପ୍ରଦୀପ ଅମାତ । ତେବେ ଏହି ସପ୍ତାହରେ ଜିଲ୍ଲା ନିର୍ବାଚନ ଅଧିକାରୀ ନିଯୁକ୍ତ ହେବେ । ଏହା ପରେ ପରେ ବିଧାନସଭାମଣ୍ଡଳିୱାରୀ ନିର୍ବାଚନ ଅଧିକାରୀ ବା ଏଆରଓ ନିଯୁକ୍ତି ହେବେ ବୋଲି ଅମାତ ଗଣମାଧ୍ଯମକୁ କହିଛନ୍ତି । ଏହାପରେ କାର୍ଯ୍ୟକାରିଣୀ କମିଟି ସଦସ୍ଯ, ଷ୍ଟେଟ କାଉନସିଲ ସଦସ୍ଯ ନିର୍ବାଚିତ ହୋଇ ରାଜ୍ଯ ସଭାପତି ଚୟନ କରିବେ । ବରିଷ୍ଠ ଓ ଯୁବଙ୍କ ସମନ୍ୱୟରେ କାର୍ଯ୍ୟକ୍ରମ ହେବ । ଦଳରେ କୌଣସି ସମସ୍ୟା ନଥିଲା କି ନାହିଁ ବୋଲି ସେ କହିଛନ୍ତି । ସଂପୂର୍ଣ୍ଣ ନିର୍ବାଚନ ପ୍ରକ୍ରିୟା ଓଡିଆ ନବ ବର୍ଷ ପୂର୍ବରୁ ସରିବ । ଏଥିଲାଗି କମିଟି ଅଧ୍ଯକ୍ଷ ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ସମନ୍ବୟ କମିଟି ବୈଠକ ବସିଥିଲା । ଅନ୍ୟ କମିଟି ସଦସ୍ଯଙ୍କ ସହ ସମନ୍ୱୟ କମିଟିର ୨୩ ସଦସ୍ୟ ଉପସ୍ଥିତ ଥିଲେ । ବାକି ଅନ୍ଯମାନେ ଭର୍ଚୁଆଲରେ ଯୋଡି ହୋଇଥିଲେ ।ଦଳର ରାଜ୍ଯ ନିର୍ବାଚନ ଅଧିକାରୀ ବା ଏସଆରଓ ପ୍ରତାପ ଦେବ ମଧ୍ଯ ଉପସ୍ଥିତ ଥିଲେ । ସେ ସମସ୍ତ ତଥ୍ୟ ଉପସ୍ଥାପନ କରିଥିଲେ । ଠିକ ଭାବେ ନିର୍ବାଚନ ପରିଚାଳନା ପାଇଁ ନିର୍ବାଚନ ମଣ୍ଡଳୀ ନେତା ଓ ଜିଲ୍ଲା ନେତାଙ୍କ ସହ ଆଲୋଚନା କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ବୋଲି କହିଛନ୍ତି ପ୍ରଦୀପ ଆମାତ ।

Tags: bjdpolitics

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ବାତ୍ୟା ପାଇଁ କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି
  • ଭ୍ୟାନ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୬ ଜଣଙ୍କ ମୃତ୍ୟୁ
  • ଅଣନିଶ୍ବାସୀ ହୋଇଗଲେଣି ଦିଲ୍ଲୀବାସୀ, ବଢୁଛି ପ୍ରଦୂଷଣ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.