Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Sanchar Live by Sanchar Live
February 4, 2025
in ଓଡିଶା
0
ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
0
SHARES
14
VIEWS
FacebookTwitter

ପୁରୀ : ଆସନ୍ତାକାଲି ବୁଧବାର ମାଘ ମାସ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

Tags: odishapuri
ShareTweetShareSend
Sanchar Live

Sanchar Live

Next Post
କଣାସ ବ୍ଲକ ଅଫିସ ଆଗରେ ରାତି ତମାମ ଧାରଣା ଦେଲେ ମହିଳା

କଣାସ ବ୍ଲକ ଅଫିସ ଆଗରେ ରାତି ତମାମ ଧାରଣା ଦେଲେ ମହିଳା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.