Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୧୫ ଓ ୧୬ ତାରିଖରେ ବଡ଼ ବର୍ଷା ସମ୍ଭାବନା

Sanchar Live by Sanchar Live
August 11, 2024
in ଓଡିଶା
0
୧୫ ଓ ୧୬ ତାରିଖରେ ବଡ଼ ବର୍ଷା ସମ୍ଭାବନା
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ଘୂର୍ଣ୍ଣିବଳୟ ସହ ମୌସୁମୀର ସକ୍ରିୟତାକୁ ନେଇ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ଜାରି ରହିଛି। ତଥାପି ଆଜିଠାରୁ ବର୍ଷାରେ ଲାଗିବ ବ୍ରେକ। କମିବ ବର୍ଷାର ପରିମାଣ। ପାଣିପାଗ ବିଭାଗ କହିଛି, ଆସନ୍ତା ୧୨ ଘଣ୍ଟାରେ ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି ।

ତେବେ ଆଜି ଆଗାମୀ ୩ ଘଣ୍ଟା ମଧ୍ୟରେ ଅନୁଗୁଳ, କେନ୍ଦୁଝର, ଯାଜପୁର ଜିଲ୍ଲାରେ ବର୍ଷା ଏବଂ ବଜ୍ରପାତ ହେବା ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ।

୧୩ ତାରିଖ ଯାଏ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ତେବେ ୧୪ରୁ ପୁଣି ବର୍ଷାର ବିସ୍ତୃତି ବଢ଼ିପାରେ। ୧୫ ଓ ୧୬ ତାରିଖରେ ବଡ଼ ବର୍ଷାର ସମ୍ଭାବନା ରହିଛି ।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି ଯେ ଆସନ୍ତା ୧୪ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଘୂର୍ଣ୍ଣିବଳୟ। ଏହାଦ୍ବାରା ମୁଖ୍ୟତଃ ଉତ୍ତର ଓଡ଼ିଶା ପ୍ରଭାବିତ ହୋଇପାରେ । ଯାହାର ପ୍ରଭାବରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବର୍ଷାର ପରିମାଣ ବଢ଼ିପାରେ । ସେପଟେ ଉପରମୁଣ୍ଡରେ ବର୍ଷା ଥମିବାରୁ ହୀରାକୁଦ ଜଳଭଣ୍ଡାରକୁ ଜଳପ୍ରବାହ କମିଯାଇଛି । ଫଳରେ ହୀରାକୁଦର ଗତକାଲି ୪ଟି ଗେଟ୍ ବନ୍ଦ କରି ଦିଆଯାଇଛି ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ପୋଲିସ ଗୋରୁ ମାଫିଆ ମୁଁହାମୁଁହି

ପୋଲିସ ଗୋରୁ ମାଫିଆ ମୁଁହାମୁଁହି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୪୧ ବର୍ଷ ବୟସରେ ଦ୍ୱିତୀୟ ଥର ମାଆ ହେବେ ମାହିରା
  • ଫ୍ରୀଜ଼ରୁ ବାହାରୁଛି କି ପାଣି? ଜାଣିରଖ କଣ କରିବେ?
  • ଆସନ୍ତା ୧୭ ତାରିଖ ଯାଏଁ ବର୍ଷାରୁ ମିଳିବନି ତ୍ରାହି
  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.