Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ଦୁଇ ଛାତ୍ର

Sanchar Live by Sanchar Live
February 5, 2025
in ଓଡିଶା
0
ରଣ୍ଡା ଡ୍ୟାମରେ ବୁଡି ଫାର୍ମାସୀ ଛାତ୍ରଙ୍କ ମୃତ୍ୟୁ
0
SHARES
11
VIEWS
FacebookTwitter

କୁଆଖାଇ ନଦୀରେ ଅଘଟଣ । ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ଦୁଇ ଛାତ୍ର ।  ମୃତକ ଦୁଇ ଜଣ ଭୁବନେଶ୍ୱରର ଏକ ଘରୋଇ ଟିଉସନର ଛାତ୍ର ବୋଲି ସୂଚନା ମିଳିଛି ।

ସୂଚନା ଅନୁଯାୟୀ, ଭୁବନେଶ୍ୱରର ଏକ ଘରୋଇ ଟିଉସନର ପାଠ ପଢୁଥିଲେ ଦୁଇ ଜଣ ଛାତ୍ର । ଆଜି ସକାଳୁ  ଦୁଇ ଜଣ ଛାତ୍ର ସରସ୍ୱତୀ ମୂର୍ତ୍ତିକୁ ନେଇ ବାଲିଅନ୍ତା ଥାନା ରଙ୍ଗ ବଜାର ନିକଟରେ ଥିବା କୁଆଖାଇ ନଦୀକୁ ବିସର୍ଜନ ପାଇଁ ଯାଇଥିଲେ । ହେଲେ ମୂର୍ତ୍ତି ବିସର୍ଜନ ବେଳେ ପାଣିରେ ବୁଡିଯାଇଥିଲେ ଉଭୟ । ଏହାପରେ ଦୁଇ ଜଣ ଛାତ୍ରଙ୍କୁ ଉଦ୍ଧାର କରି ନିକଟସ୍ଥ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ତେବେ ଦୁଇ ମୃତ ଛାତ୍ର ଭୁବନେଶ୍ୱର ପିଚୁ ବସ୍ତି ଅଞ୍ଚଳ ବୋଲି ଜଣାପଡିଛି । ଘଟଣାରେ ବାଲିଅନ୍ତା ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟକୁ  ପୋଲିସ ଅପେକ୍ଷା କରିଛି ।

Tags: drowningKuakhai
ShareTweetShareSend
Sanchar Live

Sanchar Live

Next Post
ଆଜି ଅଭିଷେକଙ୍କ ଜନ୍ମଦିନ, ଏମିତି ଶୁଭେଚ୍ଛା ଜଣାଇଲେ ଅମିତାଭ

ଆଜି ଅଭିଷେକଙ୍କ ଜନ୍ମଦିନ, ଏମିତି ଶୁଭେଚ୍ଛା ଜଣାଇଲେ ଅମିତାଭ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.