Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home କ୍ରୀଡ଼ା

ଆଜି ଭାରତ-ଇଂଲଣ୍ଡ ପ୍ରଥମ ଦିନିକିଆ

Sanchar Live by Sanchar Live
February 6, 2025
in କ୍ରୀଡ଼ା
0
Oplus_131072

Oplus_131072

0
SHARES
12
VIEWS
Facebook
Twitter

Related posts

ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ମହମ୍ମଦ ଶାମି

ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ମହମ୍ମଦ ଶାମି

November 7, 2026
ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି

ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି

November 6, 2026

ଆଜିଠୁ ଭାରତ-ଇଂଲଣ୍ଡ ଦିନିକିଆ ସିରିଜ । ନାଗପୁରରେ ଆଜି ମଧ୍ୟାନ ସାଢେ ଗୋଟାଏରେ ଖେଳାଯିବ ପ୍ରଥମ ମ୍ୟାଚ। ରୋହିତ ଶର୍ମାଙ୍କ ନେତୃତ୍ବରେ ଦଳ ପଡିଆକୁ ଓହ୍ଲାଇବ । ତିନି ମ୍ୟାଚ ବିଶିଷ୍ଟ ସିରିଜରେ ରୋହିତ ଓ ବିରାଟଙ୍କ ପଦର୍ଶନ ଉପରେ ସମସସ୍ତଙ୍କର ନଜର ରହିଛି । ଆଇସିସି ଚାମ୍ପିୟନ୍ସ ଟ୍ରଫି ପୂର୍ବରୁ ଏହି ସିରିଜ ଉଭୟ ଦଳ ପାଇଁ ଗୁରତ୍ବ ବହନ କରୁଛି । ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜକୁ ୪-୧ରେ ଜିତିବା ପରେ ଭାରତର ମନୋବଳ ଦୃଢ ରହିଛି । କିନ୍ତୁ ଦିନିକିଆ ଦଳରେ ନାହାଁନ୍ତି ଯୁବ ବିସ୍ଫୋରକ ବ୍ୟାଟର ଅଭିଶେକ ଶର୍ମା । ୱିକେଟ କିପର ଭାବେ ଲୋକେଶ ରାହୁଲଙ୍କ ପରିବର୍ତ୍ତେ ରିଷବ ପନ୍ତଙ୍କୁ ପଲ୍ଲା ଭାରି ରହିଛି । ଗତ ବର୍ଷ ଭାରତ କେବଳ ଶ୍ରିଲଙ୍କା ସହ ଦିନିକିଆ ସିରିଜ ଖେଳି ପରାସ୍ତ ହୋଇଥିଲା । ଚାମ୍ପିୟନ୍ସ ଟ୍ରଫି ପୂର୍ବରୁ ଏହି ସିରିଜ ଉଭୟ ଭାରତ ଓ ଇଂଲଣ୍ଡ ପାଇଁ ଗୁରୁତ୍ବ ବହନ କରୁଛି ।

Tags: englandindiaodi

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳି ଆପଣଙ୍କ ପାଇଁ କେମିତି? ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ରାଶିଫଳ
  • ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ
  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.