Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ

Sanchar Live by Sanchar Live
February 7, 2025
in ଓଡିଶା
0
ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ
0
SHARES
4
VIEWS
FacebookTwitter

ପୁରୀ : ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ ।  ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି କରାଯିବ । ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇ ଥିଲା ।  ଏହି ଦିନ ବ୍ୟତୀତ ଅନ୍ୟ ଦିନ ମାନଙ୍କରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିଛି ।

ଶ୍ରୀ ମନ୍ଦିରରେ ବିଭିନ୍ନ ପର୍ବପର୍ବାଣି ଓ ନୀତିକାନ୍ତି ହେତୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ମଝିରେ ମଝିରେ ସ୍ଥଗିତ ରଖାଯାଉଛି ।  ପୂର୍ବରୁ ରତ୍ନଭଣ୍ଡାରର କାନ୍ଥ ପ୍ଲାଷ୍ଟରିଙ୍ଗ କାର୍ଯ୍ୟ କରାଯାଇଥିବା ବେଳେ ବର୍ତ୍ତମାନ ଚଟାଣରେ ମରାମତି କାର୍ଯ୍ୟ କରାଯିବା ସହ ଆବଶ୍ୟକସ୍ଥଳରେ ପଥର ପରିବର୍ତ୍ତନର କାର୍ଯ୍ୟ କରାଯାଉଛି ।

Tags: odishapuriratnabhandar
ShareTweetShareSend
Sanchar Live

Sanchar Live

Next Post
ପୁଣି ପ୍ରୟାଗରାଜ କୁମ୍ଭମେଳାରେ ଅଗ୍ନିକାଣ୍ଡ

ପୁଣି ପ୍ରୟାଗରାଜ କୁମ୍ଭମେଳାରେ ଅଗ୍ନିକାଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.