Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ବାରବାଟୀ ମ୍ୟାଚ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

Sanchar Live by Sanchar Live
February 8, 2025
in କ୍ରୀଡ଼ା
0
ବାରବାଟୀ ମ୍ୟାଚ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି
0
SHARES
24
VIEWS
FacebookTwitter

ପୁରୀ: ରବିବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଦିନିକିଆ ପାଇଁ ଭାରତୀୟ କ୍ରିକେଟ୍ ଦଳ ଗତକାଲି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି । ରବିବାର ମ୍ୟାଚ୍ ପୂର୍ବରୁ ଶନିବାର ସକାଳେ ଭାରତୀୟ ଦଳର କିଛି ଖେଳାଳି ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଦର୍ଶନ କରିଥିବା ଖେଳାଳିମାନେ  ହେଉଛନ୍ତି ସ୍ପିନର ବରୁଣ ଚକ୍ରବର୍ତ୍ତୀ, ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଓ ଅକ୍ଷର ପଟେଲ । ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥାରେ ତିନି ଖେଳାଳି ଭୁବନେଶ୍ୱରରୁ ଯାଇ ପୁରୀରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଲାଭ କରିଛନ୍ତି । ଏ ନେଇ ପୁରୀ ପ୍ରଶାସନ ଓ ମନ୍ଦିର ପ୍ରଶାସନ ପକ୍ଷରୁ  ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା ।

ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ଆଜି ସନ୍ଧ୍ୟା ୫ଟାରେ ଭାରତୀୟ ଦଳ ବାରବାଟୀ ଷ୍ଟାଡିୟମରେ ଅଭ୍ୟାସ କରିବେ । ତେବେ ଇଂଲଣ୍ଡ ଦଳ ଆଜି ଅଭ୍ୟାସ କରିବ ନାହିଁ । ଆଜ ଅପରାହ୍ଣ ୧ଟାରୁ ୪ଟା ପର୍ଯ୍ୟନ୍ତ ଦଳର ଅଭ୍ୟାସ କାର୍ଯ୍ୟକ୍ରମ ଥିଲା । ତେବେ ଭାରତୀୟ ଖେଳାଳିଙ୍କ ଅଭ୍ୟାସ ପାଇଁ ଷ୍ଟାଡିୟମରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭୁବନେଶ୍ୱର ମେ ଫେୟାରରେ ରହୁଥିବା ଖେଳାଳିଙ୍କ ପାଇଁ ଅଭ୍ୟାସ ଓ ରବିବାର ମ୍ୟାଚ୍ ପାଇଁ ଓସିଏ ପକ୍ଷରୁ ସ୍ୱତନ୍ତ୍ର ପରିବହନ ବ୍ୟବସ୍ଥା କରାଯାଇଛି । ଓସିଏ ପକ୍ଷରୁ ୫ଟି ସ୍ୱତନ୍ତ୍ର ବସ କମିଶନରେଟ୍ ପୋଲିସକୁ ହସ୍ତାନ୍ତର କରାଯାଇଛି ।

ଆଜି ଦର୍ଶକ ଭାରତୀୟ ଖେଳାଳିଙ୍କ ଅଭ୍ୟାସ ବାରବାଟୀ ଷ୍ଟାଡିୟମର ଗ୍ୟାଲେରୀ ନଂ ୫କୁ ଯାଇ ଦେଖି ପାରିବେ । ଦର୍ଶକଙ୍କ ଭିଡକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୂଚନାଯୋଗ୍ୟ, ନାଗପୁରରେ ଖେଳା ଯାଇଥିବା ପ୍ରଥମ ଦିନିକିଆରେ ଭାରତ ବିଜୟୀ ହୋଇ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି ।

 

Tags: jay jaganathpuriTeam india
ShareTweetShareSend
Sanchar Live

Sanchar Live

Next Post
ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହଂସିତା ଓ ଅନିଲ

ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହଂସିତା ଓ ଅନିଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.