Tuesday, September 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

Sanchar Live by Sanchar Live
February 8, 2025
in ଓଡିଶା
0
ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
0
SHARES
105
VIEWS
FacebookTwitter

ଯାଜପୁର : ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ‘ସୁଭଦ୍ରା’ ହିତାଧିକାରୀଙ୍କ ସଂଖ୍ୟା ୯୮ ଲକ୍ଷ ଟପିବ ବୋଲି ଆଶା କରାଯାଉଛି ।

ସୂଚନାଯୋଗ୍ୟ, ପୂର୍ବରୁ ୩.୩୮ ଲକ୍ଷ ହିତାଧିକାରୀଙ୍କ NPCI କ୍ଲିୟରାନ୍ସ ସମସ୍ୟା ଥିଲା । ସେମାନଙ୍କ ମଧ୍ୟରୁ ୬୮ ହଜାର ମହିଳାଙ୍କର ସମସ୍ୟା ସମାଧାନ ହୋଇଛି । ବାକି ଯେଉଁମାନଙ୍କର ସମସ୍ୟା ରହିଛି, ସେମାନଙ୍କୁ ବ୍ୟାଙ୍କ ଯିବାକୁ ପଡ଼ିବ । ଏହାସହ ଯେଉଁମାନେ NPCIରେ ରହିଯିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ାଯିବ ବୋଲି ସୂଚନା ଦେଇଥିଲେ ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାର୍ଚ୍ଚ ୮ରେ ଯେଉଁମାନେ ଯୋଡି ହେବେ ସେମାନେ ଉଭୟ ପ୍ରଥମ କିସ୍ତି ଓ ଦ୍ବିତୀୟ କିସ୍ତିର ଟଙ୍କା ପାଇବେ ବୋଲି କହିଥିଲେ ଉପମୁଖ୍ଯମନ୍ତ୍ରୀ ।

ଆଜିର ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ସମେତ ଯାଜପୁର ସାଂସଦ ଡ଼ ରବୀନ୍ଦ୍ର ନାରାୟଣ ବେହେରା ଓ ବିଧାୟକ ଗଣ ସାମିଲ।

Tags: odishaSubhadrayojana
ShareTweetShareSend
Sanchar Live

Sanchar Live

Next Post
ପରାଜୟ ପରେ ଏମିତି କହିଲେ କେଜ୍ରିୱାଲ

ପରାଜୟ ପରେ ଏମିତି କହିଲେ କେଜ୍ରିୱାଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.