Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
February 9, 2025
in ଭାରତ
0
ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ
0
SHARES
30
VIEWS
FacebookTwitter

ମଣିପୁରରେ ଗତ କିଛି ବର୍ଷ ଧରି ଚାଲିଥିବା ଜାତିଗତ ହିଂସାକାଣ୍ଡ ମଧ୍ୟରେ ରାଜ୍ୟରୁ ବଡ଼ ଖବର ଆସୁଛି। ମୁଖ୍ୟମନ୍ତ୍ରୀ ଏନ. ବିରେନ ସିଂହ ଇସ୍ତଫା ଦେଇଛନ୍ତି । ଇମ୍ଫାଲସ୍ଥିତ ରାଜଭବନରେ ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କ ସହ ସାକ୍ଷାତ ପରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କୁ ଏନ ବିରେନ ସିଂହ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଇସ୍ତଫା ଦେବା ପୂର୍ବରୁଆଜି ସକାଳେ ଏନ୍. ବିରେନ୍ ସିଂହ ଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ।

ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲେ। ରବିବାର ସକାଳେ ସେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ତାପରେ ରାଜ୍ୟକୁ ଫେରି ସେ ଇସ୍ତଫା ଦେଇଥିଲେ ।

ସୂଚନାଯୋଗ୍ୟ ଏନ୍ ବିରେନ ସିଂହ ଶନିବାର ଏକ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲେ। ରବିବାର ସକାଳେ ସେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ତାପରେ ରାଜ୍ୟକୁ ଫେରି ସେ ଇସ୍ତଫା ଦେଇଥିଲେ ।

ମଣିପୁରରେ ବିଧାନସଭା ଅଧିବେଶନ ସୋମବାରଠାରୁ ଆରମ୍ଭ ହେବାର ଥିଲା। ଦିଲ୍ଲୀ ଆସିବା ପୂର୍ବରୁ ରାଜ୍ୟରେ ଫେବ୍ରୁଆରି ୧୦ତାରିଖରୁ ଆରମ୍ଭ ହେବାକୁ ଥିବା ବିଧାନସଭା ଅଧିବେଶନକୁ ନେଇ ଶନିବାର ଏନ୍. ବିରେନ୍ ସିଂହ ମୁଖ୍ୟମନ୍ତ୍ରୀଙ୍କ ସଚିବାଳୟରେ ଭାରତୀୟ ଜନତା ପାର୍ଟି (ବିଜେପି) ନେତୃତ୍ବାଧୀନ ଶାସକ ମେଣ୍ଟର ବିଧାୟକମାନଙ୍କ ସହ ବୈଠକ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବାଳୟରେ ଅନୁଷ୍ଠିତ ଏହି ବୈଠକରେ ଅତି କମରେ ୨୦ ଜଣ ବିଧାୟକ ଉପସ୍ଥିତ ଥିଲେ। ସିଂହଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କ ବିରୋଧରେ ବିରୋଧୀ କଂଗ୍ରେସ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଚାହୁଁଥିବାରୁ ଏହି ବୈଠକ ଆୟୋଜନ କରାଯାଇଥିଲା।

Tags: manipurpolitics
ShareTweetShareSend
Sanchar Live

Sanchar Live

Next Post
ବାରବାଟୀରେ ରୋହିତ ବାହିନୀର ବିରାଟ ବିଜୟ

ବାରବାଟୀରେ ରୋହିତ ବାହିନୀର ବିରାଟ ବିଜୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.