Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ରାଜନୀତି

ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚର ହେବ ତଦନ୍ତ: ପୃଥୀରାଜ ହରିଚନ୍ଦନ

Sanchar Live by Sanchar Live
August 11, 2024
in ରାଜନୀତି
0
0
SHARES
11
VIEWS
Facebook
Twitter

ସଂଚାର ବ୍ୟୁରୋ: ପାଣ୍ଡିଆନଙ୍କ ହେଲିକେପ୍ଟର୍ ଖର୍ଚ୍ଚର ହେବ ତଦନ୍ତ । ପାଣ୍ଡିଆନଙ୍କ ଉପରେ ତଦନ୍ତକୁ ନେଇ ପୁଣି ଦୋହରାଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଭିକେ ପାଣ୍ଡିଆନ ହେଲିକପ୍ଟର ପିଛା କେତେ ଖର୍ଚ୍ଚ ହୋଇଛି ସେନେଇ ସମ୍ପୂର୍ଣ୍ଣ ତଦନ୍ତ ହେବ । ଖାଲି ଏତିକି ନୁହେଁ, ୪୦୦ରୁ ୪୫୦ ଜାଗାକୁ ହେଲିକପ୍ଟରରେ ପାଣ୍ଡିଆନ ଯାଇଛନ୍ତି ।

ପାଣ୍ଡିଆନ୍‌ଙ୍କ ଗସ୍ତ ପାଇଁ ହେଲିପ୍ୟାଡ୍‌ ନିର୍ମାଣ ହେଉଥିଲା, ଏହାକୁ ନିର୍ମାଣ କରିବାକୁ କିଏ କିଏ ଅନୁମତି ଦେଇଥିଲା। କାହା ଅନୁମତିରେ ସେ ହେଲିକପ୍ଟରରେ ଉଡ଼ୁଥିଲେ। ଜଣେ ସଚିବଙ୍କ ଗସ୍ତ ପାଇଁ କିଏ ଅନୁମତି ଦେଇଥିଲା ସବୁ କିଛିର ତଦନ୍ତ ହୋଇ ଖୁବ୍‌ଶୀଘ୍ର ଦଣ୍ଡ ବିଧାନର ବ୍ୟବସ୍ଥା ହେବ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ । ଏହାପୂର୍ବରୁ ବି ପରିବହନ ମନ୍ତ୍ରୀ ବିଭୂତି ଜେନା ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତର ତଦନ୍ତ ହେବା ନେଇ କହିଥିଲେ ।

Related posts

କୋଟିଆରେ ଏକ ହେଲେ ସବୁ ଦଳ, ପଛରେ ଘୁଞ୍ଚା ଦେଲା ଆନ୍ଧ୍ର

କୋଟିଆରେ ଏକ ହେଲେ ସବୁ ଦଳ, ପଛରେ ଘୁଞ୍ଚା ଦେଲା ଆନ୍ଧ୍ର

November 5, 2026
ନଭେମ୍ବର ୧୮ରୁ ପୁଣି କମ୍ପିବ ବିଧାନସଭା

ନଭେମ୍ବର ୧୮ରୁ ପୁଣି କମ୍ପିବ ବିଧାନସଭା

October 29, 2026
Tags: odishapandianpruthiraj harichandan

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳିରେ ଅଘଟଣ: ନଜର ପକାନ୍ତୁ ଦେଶର ବିଭିନ୍ନ ସ୍ଥାନରେ ଘଟିଥିବା ଅଘଟଣ ଉପରେ…
  • ରାତିରେ ଶୋଇବାବେଳେ କେଶ ବାନ୍ଧି ଶୋଇବେ ନା ଖୋଲିକି ଶୋଇବେ?
  • ୧୯ ବର୍ଷରୁ କମ୍ ଏସୀଆ କପରେ ଭାରତର ପରାଜୟ: ହରାଇଲା ପାକିସ୍ତାନ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.