Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଉତ୍ତମ ମହାନ୍ତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Sanchar Live by Sanchar Live
February 11, 2025
in ଓଡିଶା
0
ଉତ୍ତମ ମହାନ୍ତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
0
SHARES
130
VIEWS
FacebookTwitter

ସଂଚାର ବ୍ୟୁରୋ: ଉତ୍ତମ ମହାନ୍ତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଉତ୍ତମଙ୍କ ଚିକିତ୍ସା ସମ୍ପର୍କରେ ଡାକ୍ତରଙ୍କ ପାଖରୁ ବୁଝିଛନ୍ତି କେନ୍ଦ୍ରମନ୍ତ୍ରୀ । ଏଥିସହ ଉତ୍ତମ ମହାନ୍ତିଙ୍କ ପୁଅ ବାବୁସାନଙ୍କ ସହ କଥା ହୋଇଛନ୍ତି ଧର୍ମେନ୍ଦ୍ର । ଚିକିତ୍ସା ପାଇଁ ଯାହା ଆବଶ୍ୟକ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଉତ୍ତମ ମହାନ୍ତିଙ୍କୁ ଶନିବାର ଭୁବନେଶ୍ବରରୁ ଏୟାରଲିଫ୍ଟ କରାଯାଇ ଦିଲ୍ଲୀ ନିଆଯାଇଛି । ତା ପୂର୍ବରୁ ସେ ଭୁବନେଶ୍ବ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।  ଓଲିଉଡ୍ ଓ ଶୁଭେଛୁମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଅନ୍ୟପଟେ ଉତ୍ତମ ମହାନ୍ତି ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ଏଭଳି କାମନା କରିଛନ୍ତି ମୟୂରଭଞ୍ଜରେ ଥିବା ତାଙ୍କ ବନ୍ଧୁ, ବାନ୍ଧବ ଓ ସ୍ଥାନୀୟ ବାସିନ୍ଦା । ଉତ୍ତମଙ୍କ ଆଶୁ ଆରୋଗ୍ୟ କାମନା କରି ବାରିପଦା ଅଧିଷ୍ଠାତ୍ରୀ ଦେବୀ ମା’ ଅମ୍ବିକା ମନ୍ଦିରରେ ସମୂହ ଦୀପ ଦାନ କରିଛନ୍ତି । ସେହିପରି ଶୀଘ୍ର ସୁସ୍ଥ ହୋଇ ପୁଣି ଫେରି ଆସନ୍ତୁ ବୋଲି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

ଉତ୍ତମ ମହାନ୍ତି ଦର୍ଶକଙ୍କୁ ଅନେକ ସୁପରହିଟ୍ ସିନେମା ଭେଟି ଦେଇଛନ୍ତି । ବଳିଷ୍ଠ ଅଭିନୟ ପାଇଁ ସେ ବହୁ ପୁରସ୍କାର ଲାଭ କରିଛନ୍ତି  । ଏକମାତ୍ର ଓଡ଼ିଆ ଅଭିନେତା ଭାବେ ଲଗାତର ୩ବର୍ଷ ଧରି ୧୯୮୨,୧୯୮୩ ଓ ୧୯୮୪ରେ ରାଜ୍ୟ ସରକାରଙ୍କ ଠାରୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଥିଲେ । ୧୯୯୯ରେ ସମ୍ମାନଜନକ ଜୟଦେବ ପୁରସ୍କାରରେ ସମ୍ମାନିତ ହୋଇଥିଲେ ଉତ୍ତମ ।

Tags: dharmendra pradhanuttam mohanty
ShareTweetShareSend
Sanchar Live

Sanchar Live

Next Post
ପାରାଦୀପ ବନ୍ଦର ସିଆଇଏସ‌ଏଫ ଦ୍ଵାରା ୪ ଟି କ୍ରୋମାଇଟ ଗାଡ଼ି ଜବତ

ପାରାଦୀପ ବନ୍ଦର ସିଆଇଏସ‌ଏଫ ଦ୍ଵାରା ୪ ଟି କ୍ରୋମାଇଟ ଗାଡ଼ି ଜବତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.