Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କୋକସରାରେ ବ୍ୟାପୁଛି ଝାଡାବାନ୍ତି

Sanchar Live by Sanchar Live
August 11, 2024
in ଓଡିଶା
0
କୋକସରାରେ ବ୍ୟାପୁଛି ଝାଡାବାନ୍ତି
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକରେ ବ୍ୟାପୁଛି ଝାଡାବାନ୍ତି । ଏଥିରେ ଜଣେ ମୃତ ହୋଇଥିବା ବେଳେ ୨୦ରୁ ଉର୍ଦ୍ଧ୍ବ ଲୋକ ଆକ୍ରାନ୍ତ ହୋଇଛନ୍ତି । ଗୋଟିଏ ସପ୍ତାହ ମଧ୍ୟରେ କୋକସରା ବ୍ଲକ ଡଙ୍ଗରୀଗୁଡା କୈବର୍ତ୍ତପଡାରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି । ଏହି ଅଞ୍ଚଳରୁ ୧୫ରୁ ଉର୍ଦ୍ଧ୍ବ ଲୋକେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଘଟଣାସ୍ଥଳରେ କୋକସରା ମେଡିକାଲ ଟିମ ପହଞ୍ଚି ଔଷଧ ବଣ୍ଟନ କରିବା ସହ ସଚେତନ କରୁଛି । ଆଗକୁ ଏହା ଆୟତ୍ତ ନକଲେ ପୂରା ଗାଁରେ ବ୍ୟାପିବାର ଆଶଙ୍କା କରୁଛନ୍ତି ଗ୍ରାମବାସୀ।

Tags: diariakokasara
ShareTweetShareSend
Sanchar Live

Sanchar Live

Next Post
ଅଢେଇଘଣ୍ଟା ଅନ୍ଧାରରେ ରହିଲା ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ

ଅଢେଇଘଣ୍ଟା ଅନ୍ଧାରରେ ରହିଲା ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.